ରାଜ୍ୟ

ପୁରୀ: ଲୋକମାନ୍ୟ ତିଲକ ଏକ୍ସପ୍ରେସରୁ ମୃତଦେହ ଉଦ୍ଧାର

ପୁରୀ(କେନ୍ୟୁଜ୍): ଟ୍ରେନରୁ ରକ୍ତାକ୍ତ ମୃତଦେହ ଉଦ୍ଧାର। ପୁରୀରେ ମୁମ୍ବାଇ- ପୁରୀ ଲୋକମାନ୍ୟ ତିଲକ ଏକ୍ସପ୍ରେସରୁ ମୃତଦେହ ଉଦ୍ଧାର ହୋଇଛି। ସକାଳ ୧୧ଟାରେ ଷ୍ଟେସନରେ ପହଞ୍ଚି ସମସ୍ତ ଯାତ୍ରୀ ଓହ୍ଲାଇବା ପରେ ଆରପିଏଫ କର୍ମଚାରୀ ଟ୍ରେନକୁ ଯାଞ୍ଚ କରିଥିଲେ। ବଗିରେ ଏକ କ୍ଷତାକ୍ତ ଶରୀର ଦେଖିବା ପରେ ରେଳବାଇ ଡାକ୍ତରଙ୍କୁ ଖବର ଦିଆଯାଇଥିଲା।

ଡାକ୍ତର ଏହାକୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ପାଖରୁତାଙ୍କ ଆଧାର କାର୍ଡ ମିଳିଛି। ମୃତକ ଜଣକ ବିହାର ରୋହତାସ୍ ଅଞ୍ଚଳର ଗଣେଶ ସିଂହ। ତେବେ ଟ୍ରେନ ମଧ୍ୟକୁ କିପରି ମୃତଦେହ ଆସିଲା ନା ତାଙ୍କୁ କିଏ ହତ୍ୟା କରିଛି ତାହା ସ୍ପଷ୍ଟ ହୋଇନି।

Sasmita

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ଆପଣଙ୍କ ମନୋବଳ ଦୃଢ଼ ହେବ । ଯେଉଁମାନେ ରାଜନୀତିରେ କାର୍ଯ୍ୟ କରୁଛନ୍ତି, ସେମାନଙ୍କ ପ୍ରଭାବ ଚାରିଆଡେ ବ୍ୟାପିବ।…

53 mins ago

ମା’ ଝିଅକୁ ବିଲ ମଝିରେ ହତ୍ୟା କଲା ନାବାଳକ

ଭଦ୍ରକ( କେନ୍ୟୁଜ୍‌): ବିଲ ମଝିରେ ପଡ଼ି ରହିଛି ମୃତଦେହ । ରୁଣ୍ଡ ହୋଇଛନ୍ତି ଲୋକେ । ଆଉ ସ୍ତ୍ରୀର ଶବ…

4 hours ago

ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର

ପୁରୀ(କେନ୍ୟୁଜ୍‌): ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ବିଷୟରେ…

5 hours ago

ଖୋଲିଲା ଭଦ୍ରକ ଜିଲ୍ଲା ବସ୍ ସିଣ୍ଡିକେଟ

ଭଦ୍ରକ (କେନ୍ୟୁଜ୍‌): ଦୀର୍ଘ ବର୍ଷ ପରେ ଖୋଲିଲା ଭଦ୍ରକ ଜିଲ୍ଲା ବସ ସିଣ୍ଡିକେଟ । ପ୍ରଶାସନିକ ଅଧିକାରୀ ଓ ପୋଲିସ…

5 hours ago

ନନ୍ଦନକାନନ ବୁଲି ସମସ୍ୟା ବୁଝିଲେ ନୂଆ ମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନନ୍ଦନକାନନ ବୁଲିଲେ ନୂଆ ମନ୍ତ୍ରୀ । ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ…

6 hours ago

ନବୀନ ହେଲେ ବିରୋଧୀ ଦଳ ନେତା, ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ପଟ୍ଟନାୟକ ହେଲେ ବିଧାନସଭାରେ ବିରୋଧୀ ଦଳ ନେତା । ଶଙ୍ଖ ଭବନରେ ବସିଥିବା ବିଧାୟକ ଦଳ ବୈଠକରେ…

6 hours ago