ଢେଙ୍କାନାଳ: ଶକୁନ୍ତଳା ହୋଟେଲରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଢେଙ୍କାନାଳ(କେନ୍ଯୁଜ୍): ଢେଙ୍କାନାଳ ସହରର ଦକ୍ଷିଣକାଳୀ ରୋଡ ସ୍ଥିତ ଶକୁନ୍ତଳା ହୋଟେଲ ଓ ଲଜ୍ ରୁ ଯୁବକଙ୍କ ମୃତଦେହ ଉଦ୍ଧାର। ସୂଚନା ମୁତାବକ ଗତକାଲି ଜଣେ ଯୁବତୀଙ୍କ ସହ ରହିଥିଲେ ଉକ୍ତ ଯୁବକ। ଅନ୍ଯପଟେ ମୃତ୍ଯୁର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣା ସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.