କଟକ ବାଦାମବାଡି ବସ୍‌ଷ୍ଟାଣ୍ଡ ଭିତରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

କଟକ(କେନ୍ୟୁଜ): ବସ୍‌ଷ୍ଟାଣ୍ଡ ଭିତରେ ମୃତଦେହ। କଟକ ବାଦାମବାଡି ବସ୍‌ଷ୍ଟାଣ୍ଡରୁ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯାତ୍ରୀ ବିଶ୍ରାମଗାର ସମ୍ମୁଖରେ ବସିଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ମୃତ୍ୟୁର କାରଣ ଓ ପରିଚୟ ଏଯାଏ ଅସ୍ପଷ୍ଟ ରହିଛି । ତେବେ ଆମ୍ବୁଲାନ୍ସ କର୍ମଚାରୀ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ପାଇଁ SCB ପଠାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.