Categories: ରାଜ୍ୟ

ପ୍ରେମିକ ଘରୁ ପ୍ରେମିକାର ମୃତଦେହ ଉଦ୍ଧାର

ବାଲେଶ୍ୱର (କେନ୍ୟୁଜ୍) : ନାବାଳିକାଙ୍କୁ ଗୁଳିମାଡ଼ । ସନ୍ଦେହଜନକ ଭାବେ ପ୍ରେମିକ ଘରୁ ମୃତଦେହ ଜବତ କଲା ପୋଲିସ । ବାଲେଶ୍ୱର ଅଡର ବଜାର ନିକଟରେ ଘଟିଛି ଏପରି ଘଟଣା । ମୃତ ନାବାଳିକା ଡିସେମ୍ବର ତିନି ତାରିଖରୁ ଯୁବକଙ୍କ ସହ ଫେରାର ଥିଲେ । ଗତ ରାତିରେ ନାବାଳିକା ଜଣଙ୍କ ମାଆଙ୍କ ସହ କଥା ହୋଇଥିଲେ ।

ଏହାର କିଛି ସମୟ ପରେ ଝିଅର ମୃତ୍ୟୁ ହୋଇଥିଲା । ନାବାଳିକାଙ୍କ ମୁଣ୍ଡ ପଛ ପାଖରେ ଗଭୀର ଆଘାତ ଲାଗିଛି । ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅନୁମାନ କରୁଛି ପୋଲିସ । ନାବାଳିକାଙ୍କ ପ୍ରେମିକ ଓ ତାଙ୍କ ବାପାଙ୍କୁ ଅଟକ ରଖି ପୋଲିସ ପଚରା ଉଚରା କରୁଛି ।

KNews Bureau

Recent Posts

ଭିଜିଲାନ୍ସ ହାତରେ ଆରଆଇ, ଲାଞ୍ଚ ନେବା ଅଭିଯୋଗରେ ଗିରଫ

ସମ୍ବଲପୁର: ପୂର୍ବରୁ ଧରାପଡିଥିଲେ, ପୁଣି ଧରା ହେଲେ । ଲାଞ୍ଚ ନେବା ଅଭିଯୋଗରେ ନାକଟିଦେଉଳ ବ୍ଲକ ଡଇଁଚା ପଞ୍ଚାୟତର ଆରଆଇ…

30 mins ago

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

58 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

1 hour ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

2 hours ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

2 hours ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

2 hours ago