Below header

ଭୁବନେଶ୍ୱର ଖଣ୍ଡଗିରି ଥାନା ଅଞ୍ଚଳରୁ ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର

ଭୁବନେଶ୍ୱର(କେନ୍ୟୁଜ୍): ଭୁବନେଶ୍ୱର ଖଣ୍ଡଗିରି ଥାନା ନିକଟରେ ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର । ଆଜି ସକାଳୁ ହଠାତ ସ୍ଥାନୀୟ ଅଞ୍ଚଳରେ ର୍ଦୁଗନ୍ଧ ହେବାରୁ ଲୋକ ମାନେ ଏକ ନାଳ ପାଖରେ ଯାଇ ଦେଖିଥିଲେ । ସେଠାରେ ଜଣେ ବ୍ୟକ୍ତିଙ୍କ ମରଶରୀର ପଡିଥିବାର ଦେଖିବାକୁ ପାଇଥିଲେ । ପରେ ଏନେଇ ପୋଲିସକୁ ଖବର ଦିଆଯାଇଥିଲା । ଘଟଣା ସ୍ଥଳରେ ପୋଲିସ ପହଁଚି ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠେଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.