ରାଜ୍ୟ

ସ୍କୁଲ ପରିସରରୁ ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ଗଜପତି (କେନ୍ୟୁଜ) : ଗଜପତି ପାରଳାଖେମୁଣ୍ଡି ନିକଟସ୍ଥ ବେତାଗୁଡା ସ୍ଥିତ ନବୋଦୟ ସ୍କୁଲରେ ଘଟିଛି ଅଘଟଣ। ନବମ ଶ୍ରେଣୀର ଛାତ୍ରୀଙ୍କ ଘଟିଛି ସଂନ୍ଦେହଜନକ ମୁତ୍ଯୁ। ଅଲଡା ଗ୍ରାମର ସୁଧାମଣି ରଇତ ହଷ୍ଟେଲ ରହି ପାଠ ପଡୁଥିଲେ।

ସକାଳୁ ସ୍କୁଲ କର୍ତ୍ତୃପକ୍ଷ ଦେଖିଥିଲେ ଝୁଲନ୍ତା ଅବସ୍ଥାରେ ସୁଧାମଣି ଙ୍କୁ। ସୁଧାମଣି ପରୀକ୍ଷା ପାଇଁ ଚାପଗ୍ରସ୍ତ ଥିଲା ଏଵଂ ଆତ୍ମହତ୍ଯା କରିଥିବା ସୁଚନା ଦେଇଛନ୍ତି ସ୍କୁଲ କର୍ତ୍ତୃପକ୍ଷ । ସେପଟେ ପାରଳାଖେମୁଣ୍ଡି ପୋଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଛି।

Niharanjan

Recent Posts

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

57 mins ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

1 hour ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

2 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

3 hours ago

ବାପା ମାଟି ତଳୁ ଉଦ୍ଧାର ମା’ ଏବେବି ନିଖୋଜ ; ପୁଅକୁ ଉଚିତ୍‌ ଦଣ୍ଡ ଦେବାକୁ ଝିଅର ଦାବି

ସୋର(କେନ୍ୟୁଜ୍‌): ଜହ୍ଲାଦ ପୁଅ । ସବୁ ସୀମା ପାର୍‌ କଲା । ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ ।…

4 hours ago