ଜଗତସିଂହପୁର : ଉଦ୍ଧାର ହେଲା ନିଖୋଜ କାଉଡିଆଙ୍କ ମୃତଦେହ। ମୃତକ ତିର୍ତ୍ତୋଲ ବିଦ୍ୟାଧରପୁରର ରମେଶ ପ୍ରଧାନଙ୍କ ପୁଅ ଭୋଳା ପ୍ରଧାନ । ମହାଦେବଙ୍କୁ ଜଳଲାଗି କରିବାକୁ ନଦୀରୁ ପାଣି ଉଠାଉଥିବା ବେଳେ ବୁଡି ଯାଇଥିଲେ ।
ଗତକାଲି ଦେବୀ ନଦୀ କେତକେଶ୍ୱର ଘାଟରୁ ପାଣି ଉଠାଉଥିବା ବେଳେ ୫ଜଣ ପାଣିରେ ବୁଡି ଯାଇଥିଲେ । ୪ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିପାରିଥିଲେ ସ୍ଥାନୀୟ ଲୋକ । ଭୋଳା ନିଖୋଜ ଥିଲେ । ଆଜି ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତଦେହ ଉଦ୍ଧାର ପରେ ପୋଷ୍ଟମର୍ଟମ ପାଇଁ ପଠାଯାଇଛି ।
ଆମେରିକାରେ ପୁଣି ଫୁଟିଲା ଗୁଳି । ମିଶିଗନର ସବୁଠୁ ବଡ଼ ସହର ଡେଟ୍ରୋଇଟ୍ ନିକଟରେ ଥିବା ଏକ ୱାଟର ପାର୍କରେ…
ଆଳି(କେନ୍ୟୁଜ): ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତି ପୂରଣ ଦାବିରେ କଟକ-ଚାନ୍ଦବାଲି…
ନରସିଂହପୁର : କଟକ ଜିଲ୍ଲା ବଡ଼ମ୍ବା ,ନରସିଂହପୁରରେ ବିଭିନ୍ନ ସମୟ ରେ ବିପଦରେ ଗଜରାଜ ଦେଖିବାକୁ ମିଳିଛି । କେତେବେଳେ…
ଜମ୍ମୁ ଅଞ୍ଚଳରେ ନିକଟରେ ହୋଇଥିବା ଆତଙ୍କବାଦ ଘଟଣା ଏବଂ ଅମରନାଥ ଯାତ୍ରାର ସୁରକ୍ଷାକୁ ନେଇ ଆଜି ଗୃହ ମନ୍ତ୍ରଣାଳୟରେ ବସୁଛି…
ଆଜି ୟୁପିଏସସି ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା । ଦୁଇଟି ସିଟଂରେ ପରୀକ୍ଷା ହେବ। ପ୍ରଥମ ସିଟିଂ ପରୀକ୍ଷା ଆରମ୍ଭ…
ପୁରୀ(କେନ୍ୟୁଜ): ଶ୍ରୀମନ୍ଦିରରେ ଅଣନିଶ୍ୱାସୀ । ପାଟଅଗଣାରେ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼ । ତେବେ ଭିଡ଼ ଭିତରେ କିଛି ଶ୍ରଦ୍ଧାଳୁଙ୍କୁ ମେଡିକାଲରେ…