ରାଜ୍ୟ

ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଘର ଭିତରୁ ଶାଶୂଙ୍କ ମୃତଦେହ ଉଦ୍ଧାର, ବୋହୂ ଗୁରୁତର

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ । ଘର ଭିତରୁ ଶାଶୂଙ୍କ ମୃତଦେହ ଉଦ୍ଧାର, ବୋହୂ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ବାରି ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ବୃଦ୍ଧାଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘର ଭିତରୁ ବୋହୂଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଘରେ ଶାଶୂ ବୋହୂଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଦେଖିବାକୁ ପାଇଥିଲା ସାନ ପୁଅ । ଶାଶୂ ମଦା ପଲେଇଙ୍କ ମୃତୁ ହୋଇଥିବା ବେଳେ ବୋହୂ ବୈଶାଖୀ ପଲେଇଙ୍କୁ  ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା ।

ତେବେ କିଏ କାହିଁକି ହତ୍ୟା କରିଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ଭରତପୁର ଥାନା ପୋଲିସ ଚଳାଇଛି ଛାନବିନ୍ । ଘଟଣାସ୍ଥଳରେ ଡିସିପି ପହଞ୍ଚିଥିବା ବେଳେ ସାଇଣ୍ଟଫିକ ଟିମ୍ ତଦନ୍ତ କରୁଛି । ମୃତ ବୃଦ୍ଧାଙ୍କ ଘର ଗଞ୍ଜାମ ବେଲଗୁଣ୍ଠାରେ ବୋଲି ଜଣାପଡିଛି ।

Niharanjan

Recent Posts

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

5 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

5 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

10 hours ago