Below header

ରାସ୍ତା କଡ଼ରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାସ୍ତାରେ ପଡ଼ିଛି ମୃତଦେହ, ହତ୍ୟା ସନ୍ଦେହ । ଅନୁଗୁଳ ସଦର ଥାନା ଛେଳିଆପଡ଼ା ନିକଟରେ ଜଣେ ବ୍ଯକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । କେହି ହତ୍ଯାକରି ଫିଙ୍ଗି ଦେଇଥିବା ସନ୍ଦେହ ।

ଅନୁଗୁଳ (କେନ୍ୟୁଜ): ରାସ୍ତାରେ ପଡ଼ିଛି ମୃତଦେହ, ହତ୍ୟା ସନ୍ଦେହ । ଅନୁଗୁଳ ସଦର ଥାନା ଛେଳିଆପଡ଼ା ନିକଟରେ ଜଣେ ବ୍ଯକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । କେହି ହତ୍ଯାକରି ଫିଙ୍ଗି ଦେଇଥିବା ସନ୍ଦେହ । ମୃତ ବ୍ୟକ୍ତି ଜଣଙ୍କ ହେଲେ କାଙ୍ଗୁଲା ଗାଁର ସଗେଇ ବେହେରା ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ବିଳମ୍ବ ନେଇ ଉତ୍ତେଜନା ପରିସ୍ଥିତ ଦେଖାଦେଇଛି । ଅନୁଗୁଳ-ଆଠଗଡ଼ ମୁଖ୍ଯ ରାସ୍ତାକୁ ଅବରୋଧ କଲେ ଉତ୍ତ୍ଯକ୍ତ ଲୋକେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.