ମୟୂରଭଞ୍ଜ: ଶିମିଳିପାଳରୁ ମୃତ ହାତୀ ଶାବକ ଉଦ୍ଧାର। ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ବନାଞ୍ଚଳର ଚହଲା ରେଞ୍ଜ ଅନ୍ତର୍ଗତ ଜାମୁଆଣି ସେକ୍ସନର ରାଜପାଳ ଗାଁ ନିକଟ ଇଲାକାରେ ହାତୀ ଶାବକର ମୃତଦେହ ଦେଖିବାକୁ ମିଳିଥିଲା।
ଯଶିପୁରରେ ଥିବା ଶିମିଳିପାଳ କାର୍ଯ୍ୟାଳୟରେ ଖବର ପହଁଞ୍ଚିବା ପରେ ରେଞ୍ଜ ଅଧିକାରୀ, ଏସିଏଫ୍ ପ୍ରମୁଖ ସଂପୃକ୍ତ ଅଞ୍ଚଳରେ ପହଁଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ଶିଶୁ ହାତୀ ଛୁଆର ବୟସ ୨ ଓ ୩ ବର୍ଷ ହେବ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…