Categories: ରାଜ୍ୟ

ବ୍ୟାଙ୍କ ଅଫ୍‌ ଇଣ୍ଡିଆରୁ ଟଙ୍କା ଆତ୍ମସାତ ଘଟଣା, ଗିରଫ ହେଲା ମାଷ୍ଟର ମାଇଣ୍ଡ ବ୍ରହ୍ମଜ୍ୟୋତି ବେହେରା

ମୃତ ବ୍ୟକ୍ତିଙ୍କୁ ଜୀବିତ ଦର୍ଶାଇ ବ୍ୟାଙ୍କ ଅଫ୍‌ ଇଣ୍ଡିଆରୁ ଟଙ୍କା ଆତ୍ମସାତ ଘଟଣାରେ ମାଷ୍ଟର ମାଇଣ୍ଡ ବ୍ରହ୍ମଜ୍ୟୋତି ବେହେରା ଗିରଫ । କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖାର ଏକ ଟିମ୍‌ ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ନରହରିପୁରରୁ ବ୍ରହ୍ମଜ୍ୟୋତିକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅର୍ଥ ହେରଫେର ମାମଲାରେ ମୋଟ୍‌ ୧ କୋଟି ୩୨ ଲକ୍ଷ ଟଙ୍କା ଆତ୍ମସାତ କରିଥିବା ବେଳେ ମାଷ୍ଟର ମାଇଣ୍ଡ ବ୍ରହ୍ମଜ୍ୟୋତି ଏକାକି ୬୫ ଲକ୍ଷ ଟଙ୍କା ଲୁଟ୍‌ କରିଥିଲା । ୨୦୧୮ ଡିସେମ୍ବର ୧୨ରେ ରେମୁଣା ବିଓଆଇ ଶାଖାରୁ ଅର୍ଥ ହେରଫେର ନେଇ ବ୍ୟାଙ୍କ ମ୍ୟାନେଜର ଅଭିଯୋଗ କରିଥିଲେ । ଏହାପରେ କ୍ରାଇମବ୍ରାଞ୍ଚର ଇଓଡବ୍ଲୁ ବ୍ୟାଙ୍କର ତୃତୀୟ ଶ୍ରେଣୀ କର୍ମଚାରୀ ପ୍ରଭାତ ଦାସ ଓ ପୂର୍ବତନ ଶାଖା ପ୍ରବନ୍ଧକ ଦୁର୍ଗା ଚରଣ ଦାଶଙ୍କୁ ଗିରଫ କରିଥିଲା

 

KNews Bureau

Recent Posts

ଓଏସଆରଟିସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

1 min ago

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ମନ ଖୁସି ରହିବ । ବ୍ୟବସାୟରେ ବୃଦ୍ଧି ଘଟିବ । ଅଧିକ ପରିଶ୍ରମୀ ହେବେ । ପୁରୁଣା ବନ୍ଧୁ…

1 min ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

8 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

10 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

28 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

53 mins ago