Categories: ରାଜ୍ୟ

ଡେଲାଙ୍ଗ କଣାସରୋଡ଼ ରେଳଷ୍ଟେସନ ନିକଟରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର

ପିପିଲି(କେନ୍ୟୁଜ୍) : ରେଳ ଧାରଣାରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର। ଡେଲାଙ୍ଗ କଣାସରୋଡ଼ ରେଳଷ୍ଟେସନ ନିକଟରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଗଦଲପୁର ଗାଁର ଧୀରେନ କୁମାର ରାଉତରାୟ। ଧୀରେନଙ୍କୁ ହତ୍ୟା କରାଯାଇଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ଅଭିଯୁକ୍ତକୁ ଗିରଫ ଦାବିରେ ଉତ୍ୟକ୍ତଲୋକେ ରେଳଧାରଣା ଉପରେ ବସିରହିଥିଲେ। ଫଳରେ କଟକ-ପୁରୀ ପାସେଞ୍ଜର ଟ୍ରେନ୍‌ ଅଟକି ରହିଥିଲା। ଟ୍ରେନ୍‌ ଲେବଲ କ୍ରସିଂ ଉପରେ ଅଟକି ରହିବା ଫଳରେ ଡେଲାଙ୍ଗ-କଣାସ ସଡକ ପଥରେ ବି ଯୋଗାଯୋଗ ସଂପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ଟ୍ରେନ୍‌ ଚଳାଚଳ ସ୍ୱାଭାବିକ ହୋଇଥିଲା।

KNews Bureau

Recent Posts

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଥିଲେ, ହେଲେ ଛାଡିଲେନି ଗାଁର ମହିଳା । ସିଧା ଘରକୁ ଗଲେ ଆଉ ପକାଇଲେ…

2 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

20 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

22 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

57 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago