ଭୁବନେଶ୍ୱର(କେ ନ୍ୟୁଜ): ରାଜଧାନୀରେ ମହିଳାଙ୍କୁ ହତ୍ୟା । ଭିମଟାଙ୍ଗୀ ଅଂଚଳର ଫେଜ ୧ରେ ଘର ଭିତରୁ କ୍ଷତାକ୍ତ ଅବସ୍ଥାରେ ମିଳିଲା ମୃତଦେହ । ଘର ଭିତରୁ ଗୁରୁତର ଅବସ୍ଥାରେ ଜଣେ ପୁରୁଷଙ୍କୁ ମଧ୍ୟ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ୱାମୀ ମୃତ
ମହିଳା ଜଣଙ୍କୁ ଚିହ୍ନଟ କରିଥିବା ବେଳେ ଆହତ ପୁରୁଷଙ୍କ ପରିଚୟ ଏଯାବତ ମିଳିପାରିନାହିଁ । ଘଟଣା ସ୍ଥଳରେ ପହଁଚିଲେ ଭୁବନେଶ୍ୱର ଡ଼ିସିପି । ଏଯାଏଁ ହତ୍ୟାକାଣ୍ଡର ପ୍ରକୃତ କାରଣ ଅସ୍ପଷ୍ଟ ଥିବା ବେଳେ ଏୟାରଫିଲ୍ଡ ଥାନା ପୋଲିସ ତଦନ୍ତ ଜାରି ରଖିଛି । ମୃତ ମହିଳାଙ୍କ ନାଁ ପ୍ରିୟ ଦର୍ଶିନୀ ସାହୁ ବୋଲି ସୂଚନା ମିଳିଛି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…