ଭୁବନେଶ୍ୱର (କେନ୍ୟୁଜ): ନିଶା ଛଡ଼ାଇବା ନାଁରେ ନିର୍ଦ୍ଦୁମ ମାଡ଼ । ମଣିଷଙ୍କୁ ପଶୁଠୁ ହୀନ ବ୍ୟବହାର । ନିୟନ୍ତ୍ରଣରେ ନାହିଁ ନିଶା ନିବାରଣ କେନ୍ଦ୍ର । ପୁଣି ନିଶା ନିବାରଣ କେନ୍ଦ୍ରରେ ପିଟିପିଟି ହତ୍ୟା ଅଭିଯୋଗ । ଧଉଳି ସ୍ଥିତ ଏକ ନିଶା ନିବାରଣ କେନ୍ଦ୍ର ବିରୋଧରେ ଏଭଳି ସାଙ୍ଘାତିକ ଅଭିଯୋଗ ହୋଇଛି। ମୃତକ ହେଲେ ଝରଣା ସାହିର କାଳୁ ନାୟକ।
ଅଭିଯୋଗ ପରେ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ଧଉଳି ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ । ସିସିଟିଭି ଫୁଟେଜ ଜବତ କରିବା ସହ ମାଲିକଙ୍କୁ ପଚରାଉଚରା କରାଯାଉଛି। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଗତ ୩ମାସ ହେଲା କାଳୁଙ୍କୁ ନିଶା ନିବାରଣ କେନ୍ଦ୍ରରେ ଛଡାଯାଇଥିଲା ।
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…