ରାଜ୍ୟ

ପହିଲି ରଜରେ ବିଦ୍ୟୁତ ଆଘାତରେ ଗଲା ଦନ୍ତାର ଜୀବନ, ମୃତ୍ୟୁର କାରଣ ଅସ୍ପଷ୍ଟ

କଣ୍ଟାମାଳ (କେନ୍ୟୁଜ): ବିଦ୍ୟୁତ ଆଘାତରେ ଗଲା ଦନ୍ତାର ଜୀବନ। ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀର ମୃତ୍ୟୁ ହୋଇଛି। ବୌଦ୍ଧ ଜିଲ୍ଲା କଣ୍ଟାମାଳ ରେଞ୍ଜ ବରଗାଁ ପଞ୍ଚାୟତ ଘୁଚାଙ୍ଗି ଗାଁ ପାଖ ଜଙ୍ଗଲରୁ ହାତୀର ମୃତଦେହ ଉଦ୍ଧାର କରାଯାଇଛି। କୌଣସି କାରଣରୁ ହାତୀଟି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯାଇଥିଲା । ଘଟଣାସ୍ଥଳରେ ବନ ବିଭାଗ ଟିମ୍‌ ପପଞ୍ଚି ତଦନ୍ତ ଆରମ୍ଭ କରିଛି।

ସେହିପରି ଗତକାଲି ସମ୍ବଲପୁର ବନଖଣ୍ଡ ବସିଆପଡ଼ା ସେକ୍ସନ ବସିଆପଡ଼ା ବିଟ୍ ଅଧୀନ ରପ୍ଟା ନିକଟରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଥିବା ମଙ୍ଗଳବାର ଅପରାହ୍ନରେ ବନ ବିଭାଗ ସୂଚନା ପାଇଥିଲା। ଘଟଣାସ୍ଥଳରେ ଏସିଏଫ୍ ତେଜରାଜ ନାୟକଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସମ୍ବଲପୁର ଜିଲ୍ଲାରେ ହାତୀ ମୃତ୍ୟୁ ଘଟଣା ନୂଆଁ ନୁହେଁ। ପୂର୍ବରୁ ମଧ୍ୟ ବିଭିନ୍ନ ସମୟରେ ଏକାଧିକ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ବାରମ୍ବାର ହାତୀ ମୃତ୍ୟୁ ନେଇ ପରିବେଶ ଏବଂ ବନ୍ୟଜନ୍ତୁ ପ୍ରେମୀ ଉଦବେଗ ପ୍ରକାଶ କରିଛନ୍ତି।

 

Barsha

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

2 mins ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

24 mins ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

31 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

45 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

57 mins ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

1 hour ago