ରାଜ୍ୟ

ଡ୍ରଗ୍ସ ମାଫିଆ ସୋମନାଥଙ୍କ ମୃତ୍ୟୁ: ଗତ ୭ ତାରିଖରେ ସାମନ୍ତରାପୁର ଠେଙ୍ଗାହାଟ ଛକରେ ହୋଇଥିଲା ଗୁଳିମାଡ଼

ଖୋର୍ଦ୍ଧା( କେନ୍ୟୁଜ): ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳ ଚିକିତ୍ସାଧିନ ଅବସ୍ଥାରେ ମୃତ। ଗୁଳିମାଡରେ ଆହତ ହୋଇ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗୁଳି ତାଙ୍କ ହାତ, ଛାତି ଓ ପିଠିରେ ବାଜିଥିଲା।

ଗତ ୭ ତାରିଖ ରାତିରେ ସାମନ୍ତରାପୁର ଠେଙ୍ଗାହାଟ ଛକରେ ଏକାକି ଠିଆ ହୋଇଥିବା ବେଳେ ଏକ ପିକ୍‌ଅପ ଭ୍ୟାନରେ କିଛି ଦୁର୍ବୃତ୍ତ ଆସି ଅତର୍କିତ ଭାବେ ସୋମନାଥଙ୍କୁ ଗୁଳିମାଡ କରିଥିଲେ। ତାଙ୍କୁ ଗୁରୁ ଅବସ୍ଥାରେ ଖୋର୍ଦ୍ଧା ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ଭୁବନେଶ୍ୱରରେ ଚିକିତ୍ସା ଚାଲିଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସ୍ପଷ୍ଟ କରାଯାଇଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ଅନ୍ଯପକ୍ଷରେ ଘଟଣାକୁ 4 ଦିନ ବିତିଯାଇଥିଲେବି ପୋଲିସ ହାତ ଖାଲି ପୋଲିସ ଛାନଭିନ ଜାରି ରଖିଛି ବୋଲି କହୁଛନ୍ତି ଖୋର୍ଦ୍ଧା ଏସ୍ସି ।

Barsha

Recent Posts

ସୁଆଣ୍ଡୋରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ, କହିଲେ- ଖୁବ୍ ଶୀଘ୍ର ପୂରଣ ହେବ ସଂକଳ୍ପ ପତ୍ରର ପ୍ରତିଶ୍ରୁତି

ପୁରୀ (କେନ୍ୟୁଜ): ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ମାଟିରେ ମୁଖ୍ୟମନ୍ତ୍ରୀ । ଓଡ଼ିଶାର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

4 mins ago

ଡୋଡା ଆଟାକ୍‌: ୪ ଆତଙ୍କବାଦୀଙ୍କ ସ୍କେଚ୍‌ ଜାରି, ସୂଚନା ଦେଲେ ମିଳିବ ୨୦ ଲକ୍ଷ ଟଙ୍କା ପୁରସ୍କାର

ଜମ୍ମୁ-କାଶ୍ମୀରର ରିୟାସୀ, କଠୁଆ ଏବଂ ଡୋଡାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାରେ ଜମ୍ମୁ ପୋଲିସ ୪ ଆତଙ୍କୀଙ୍କ ସ୍କେଚ୍‌ ଜାରି…

10 mins ago

ମୋହନ ସରକାର ଆସିବା ପରେ ଏବେ ଚର୍ଚ୍ଚାରେ କିଏ ହେବେ ନୂଆ DGP

ଭୁବନେଶ୍ୱର (କେନ୍ୟୁଜ): ମୋହନ ସରକାର ଆସିବା ପରେ ଚର୍ଚ୍ଚା ଏବେ କିଏ ହେବେ ଡିଜିପି । ଏବେ ଅରୁଣ ଷଡଙ୍ଗୀ…

48 mins ago

ପୁଣି ଦେଖା ଗଲାଣି ଅଜଣା ରୋଗର ଆତଙ୍କ, ଚିନ୍ତାରେ ଗାଁ ଲୋକେ

ରାୟଗଡା(କେନ୍ୟୁଜ): ଗାଁ ସାରା ବ୍ୟାପିଯାଇଛି ଅଜଣା ରୋଗ । କେହି କିଛି ବୁଝିବା ପୂର୍ବରୁ ଶୂନ୍ୟ ହୋଇ ଯାଉଛି ମା’ର…

49 mins ago

ଆଜିଠୁ ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବାର୍ଷିକ ଜି-୭ ଶିଖର ସମ୍ମିଳନୀରେ ନେବେ ଭାଗ

ଆଜିଠୁ ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାର୍ଷିକ ଜି-୭ ଶିଖର ସମ୍ମିଳନୀରେ ଭାଗ ନେବା ପାଇଁ ଆଜି…

1 hour ago

BSNLର ଜବରଦସ୍ତ ରିଜାର୍ଜ ପ୍ଲାନ, ଲଙ୍ଗ୍‌ ଭାଲିଡିଟି ସହ ମିଳିବ ଅନଲିମିଟେଡ୍ କଲିଂ

ପ୍ରତ୍ୟେକ ୟୁଜର୍ସଙ୍କ ପାଇଁ BSNLର ବିଭିନ୍ନ ପ୍ରକାରର ରିଚାର୍ଜ ପ୍ଲାନ ଅଛି । ଦେଶର ସର୍ବ ପୁରାତନ ତଥା ସରକାରୀ…

1 hour ago