ରାଜ୍ୟ

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ କଏଦୀ ଜଣକ ହେଲେ କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଦେହୁରୀ ସାହିର ଶୁକୁଟି ନାଏକ।

ସ୍ୱାମୀଙ୍କୁ ହତ୍ୟା ମାମଲାରେ ସଜା କାଟୁଥିବା ଶୁକୁଟି ନାଏକ ଗୁରୁବାର ଦିନ ଅସୁସ୍ଥ ହେବାରୁ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଟାଉନ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରି ଅଧିକ ତଦନ୍ତ ଚଳାଇଛି ।

Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago