ରାଜ୍ୟ

ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି, ଏସଆରସିଙ୍କ ଦ୍ବିତୀୟ ତଦନ୍ତ ବୈଠକ

ପୁରୀ : ପୁରୀ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଶ୍ରୀକ୍ଷେତ୍ରରେ ଭଉଁରୀଯାତ୍ରା ବେଳେ ବାଣ ବିସ୍ଫୋରଣ ଘଟଣାରେ ବୃଦ୍ଧି ପାଉଛି ମୃତ୍ୟୁ ସଂଖ୍ୟା । ଆଜି ଚିକିତ୍ସାଧୀନ ଥିବା ଆଉ ଜଣେ ଗୁରୁତରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୧୧ ଗୁରୁତର ଆହତଙ୍କ ଚାଲିଛି ଚିକିତ୍ସା । ସେପଟେ ସର୍କିଟ ହାଉସରେ ଏସଆରସିଙ୍କ ଦ୍ବିତୀୟ ତଦନ୍ତ ବୈଠକ । ବୈଠକରେ ପୋଲିସ ପ୍ରଶାସନ, ପୀଡ଼ିତ ପରିବାରର ୨ ଜଣ ଉପସ୍ଥିତ ଅଛନ୍ତି । ତଦନ୍ତ ବେଳେ ବ୍ୟକ୍ତିଗତ ମତାମତ ନେଉଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago