ରାଜ୍ୟ

ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲା: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌):ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି ପାଇଛି । ବିଭିନ୍ନ ମେଡିକାଲରେ ୨୨ ଗୁରୁତର ଆହତଙ୍କ ଚିକିତ୍ସା ଚାଲିଛି । ଏନେଇ ସୂଚନା ଦେଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ । ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରାଜୁ ରାଓ ମୃତ୍ୟୁବରଣ କରିଥିବା ବେଳେ ତାଙ୍କ ପୁଅର ସ୍ଵାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି ।

ବାଣ ଫୁଟାଇବା ଘଟଣାରେ ସାମିଲ ଥିବା ଚନ୍ଦନ ଭୋଇ ମଧ୍ୟ ଗୁରୁତର ଅଛନ୍ତି । ମୃତକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଅନୁକମ୍ପା ରାଶି । ବିସ୍ଫୋରଣ ବେଳେ କିଛି ଲୋକ ପାଣିକୁ ଡେଇଁ ପଡ଼ିଥିଲେ । ତେଣୁ କାଳେ କେହି ବୁଡ଼ି ଯାଇଥିବେ ଏଇ ସନ୍ଦେହରେ ଗତକାଲି ସ୍କୁବା ଡାଇଭର ଏବଂ ଓଡ୍ରାଫ ଟିମ୍ ଦ୍ୱାରl ପୁଷ୍କରିଣୀରେ ଖୋଜାଖୋଜି କରିବା ପରେ ମଧ୍ୟ କିଛି ମିଳି ନଥିଲା । ଗତ ବୁଧବାର ରାତିରେ ପୁରୀରେ ଭଉଁରୀ ଯାତ୍ରା ବେଳେ ବାଣ ବିସ୍ଫୋରଣ ହୋଇଥିଲା ।

Sonalisa

Recent Posts

କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ବ୍ରହ୍ମପୁର : ଗଞ୍ଜାମ ଗଜପତି ଜିଲ୍ଲା ସୀମାନ୍ତ କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ ।   ଅଳ୍ପକେ ବର୍ତ୍ତିଲେ ୪୦…

29 mins ago

କିସରେ ହେବ ସର୍ବବୃହତ ସାଇକେଲ ଭିଲୋ ଡ୍ରମ୍, ଖୁବ୍ ଶୀଘ୍ର ହେବ ଏହାର ଉଦଘାଟନ

ଭୁବନେଶ୍ୱର : କିଟ୍ ଓ କିସ୍ ହେଉଛି କ୍ରୀଡାର ହବ୍ । କିସରେ ଯୋଡି ହେବାକୁ ଯାଉଛି ସର୍ବବୃହତ ସାଇକେଲ…

1 hour ago

ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ : ତାରାପ୍ରସାଦ ବାହିନୀପତି

କେନ୍ୟୁଜ(ବ୍ୟୁରୋ) : ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଅଛନ୍ତି…

1 hour ago

ମନ୍ଦିର ପରିସରରୁ ମୟୁର, ଶାରୀ, ଶୁଆ ଉଦ୍ଧାର କଲେ ବନବିଭାଗ

ଭୁବନେଶ୍ୱର(କେନ୍ୟୁଜ୍‌): ଆଜିକାଲି ଘରେ ପକ୍ଷୀମାନଙ୍କୁ ପଞ୍ଜୁରୀରେ ରଖିବା ଏକ ପ୍ରକାର ଟ୍ରେଣ୍ଡ ପାଲଟିଗଲାଣି । ନିଜ ସଉକ ପାଇଁ କଥା…

2 hours ago

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍‌ର ତାଣ୍ଡବ, ମକ୍କାରେ ହଜ୍‌ ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଲା

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍ ମୃତ୍ୟୁର ତଣ୍ଡବ ରଚିଛି । ରିପୋର୍ଟରୁ ଜଣାପଡ଼ିଛି, ଚଳିତ ବର୍ଷ ମକ୍କାରେ ହିଟ୍‌ ୱେଭ୍‌…

2 hours ago

ଅନୁଷ୍ଠିତ ହେଲା ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ସୃଷ୍ଟି ହୋଇଛି ଖୁବ ଭକ୍ତିମୟ ପରିବେଶ

କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…

3 hours ago