ଝାରସୁଗୁଡ଼ା(କେନ୍ୟୁଜ୍) : ଝାରସୁଗୁଡ଼ାର କର୍ମଭୂମିରେ ଦୀପାଳି ଦାସ । ନବ ଦାସଙ୍କ ଅବର୍ତ୍ତମାନରେ ଝିଅ ଦୀପାଳି ଦାସଙ୍କ କର୍ମଭୂମିରେ ଦେଖିବାକୁ ମିଳିଛି । ବିଭିନ୍ନ କାର୍ଯ୍ୟକ୍ରମରେ ଦୀପାଳିଙ୍କୁ ଦେଖିବାକୁ ମିଳୁଛି । ଲୋକଙ୍କ ସହ ଯୋଡ଼ି ହେଉଛନ୍ତି ଦୀପାଳି ଦାସ । ଝାରସୁଗୁଡ଼ାର ନୂତନ ନିର୍ମାଣ ପାଇଁ ସବୁ ପ୍ରକାର ଉଦ୍ୟମ ଜାରି ରହିବ ବୋଲି କହିଛନ୍ତି ଦୀପାଳି। ଝାରସୁଗୁଡ଼ାବାସୀଙ୍କ ଉଦ୍ଦେଶ୍ୟରେ ଏକ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି ।
ବାପାଙ୍କ ଏହା ସ୍ୱପ୍ନ ଥିଲା ବୋଲି କହିଛନ୍ତି ଦୀପାଳି। ଫେବ୍ରୁଆରୀ ଶେଷ ବା ମାର୍ଚ୍ଚ ପ୍ରଥମ ସପ୍ତାହରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇପାରେ । ନବଙ୍କ ଉତ୍ତରାଧିକାରୀ ଭାବେ ଦୀପାଳି ବାପାଙ୍କ କାମକୁ ଆଗେଇ ନେଉଛନ୍ତି ଝିଅ । ପୂର୍ବରୁ ବିଭିନ୍ନ କାର୍ଯ୍ୟକ୍ରମରେ ଦୀପାଳିଙ୍କୁ ଦେଖିବାକୁ ମିଳୁଥିଲା। ଏବେ ନବଙ୍କ ଅବଭର୍ତ୍ତମାନରେ ଝିଅ ସେହି କାମକୁ ଆଗେଇ ନେଉଛନ୍ତି ।
ଅକ୍ଟୋବର ୩ରେ ପଦ୍ମପୁରରେ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ହୋଇଥିଲା । ନଭେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଡିସେମ୍ବର ୫ରେ ଉପନିର୍ବାଚନ ପାଇଁ ଭୋଟ ନିଆଯାଇଥିଲା । ଏବେ ଦୀପାଳିଙ୍କ ନୂଆ ଇନିଂସକୁ ନେଇ ଚର୍ଚ୍ଚା ଜୋର ଧରିଛି ।
ଆସୁଛି ଓ୍ଵାନ୍ ପ୍ଲସର ଧମାକେଦାର ଫୋନ୍ । ଯଦି ଆପଣ ଓ୍ଵାନପ୍ଲସ୍ ଲଭର୍ ତାହେଲେ ଆପଣଙ୍କ ପାଇଁ ଖୁସି ଖବର…
ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଭାରତୀୟ ବଜାରରେ ଏକ ନୂଆ ଇଲେକ୍ଟ୍ରିକ୍ କାର ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି । ଏହି…
ଭୁବନେଶ୍ୱର (କେନ୍ୟୁଜ): ପୁଣି ଜଳିଲା ସାରା ଓଡ଼ିଶା । ଦିନ ୧୧ଟା ସୁଦ୍ଧା ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ…
ଆମିର ଖାନଙ୍କ ଫିଲ୍ମ ‘ଦଙ୍ଗଲ’ରେ ଗୀତ ଫୋଗାଟଙ୍କ ପିଲାବେଳେର ଭୂମିକାରେ ନଜର ଆସିଥିବା ଜାୟରା ଓ୍ଵାସିମଙ୍କ ପିତାଙ୍କ ପରଲୋକ ।…
ଭୁବନେଶ୍ୱର (କେନ୍ୟୁଜ): ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି…
ଦୁନିଆର ସବୁଠାରୁ ଉଚ୍ଚ ବିଲିଡିଂ ତଥା ଦୁବାଇରେ ଥିବା ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି । ବୁର୍ଜ…