ରାଜ୍ୟ

କୋଣାର୍କ ନିମାପଡା ମୁଖ୍ୟ ରାସ୍ତାରେ ଅଜଣା ଗାଡି ଧକ୍କାରେ ହରିଣ ମୃତ

କେନ୍ୟୁଜ୍(ବ୍ୟୁରୋ): ଅଜଣା ଗାଡି ଧକ୍କାରେ ହରିଣ ମୃତ୍ୟୁ । କୋଣାର୍କ ନିମାପଡା ମୁଖ୍ୟ ରାସ୍ତା ଗୋପ ନିଳକଣ୍ଠେଶ୍ୱର ମନ୍ଦିର ନିକଟରେ ଏକ ଅଜଣା ଗାଡି ଧକ୍କାରେ ଏକ ହରିଣର ମୃତ୍ୟୁ ଘଟିଛି । ମୃତ ଅଣ୍ଡିରା ହରିଣର ବୟସ ୪ ବର୍ଷ ହେବ ବୋଲି ଜଣାପଡିଛି । ଗୋପ ବନବିଭାଗ କର୍ମଚାରୀ ମାନେ ମୃତ ହରିଣକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।

ଖାଦ୍ୟ ଅନ୍ୱେଷଣରେ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟରୁ ହରିଣଟି ବାହାରକୁ ଚାଲି ଆସିଥିବା ସନ୍ଦେହ କରାଯାଉଛି । ଗତ ତିନି ମାସ ଭିତରେ କୋଣାର୍କ ଗୋପ ଅଞ୍ଚଳରେ ତିନୋଟି ହରିଣ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବେଳେ ଏବେ ହରିଣ ଙ୍କ ସୁରକ୍ଷା ପାଇଁ ଚିନ୍ତାର କାରଣ ପାଲଟିଛି l

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

3 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

11 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

27 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago