କଟକ(କେନ୍ୟୁଜ୍): ପ୍ରେମ ପାଇଁ ଜୀବନ ହାରିଲେ ପ୍ରେମିକ । ବେକରେ ଫାଶୀ ଦେଇ ସେ ଆତ୍ମହତ୍ୟା କରିଛନ୍ତି । ଘଟଣା ଘଟିଛି କଟକ ମଲାସାହିରେ । ମୃତ ଯୁବକ ହେଉଛନ୍ତି ବିଶ୍ୱନାଥ ସ୍ୱାଇଁ । ପ୍ରେମରେ ଧୋକା ଖାଇଥିବାରୁ ଆତ୍ମହତ୍ୟା କରିଥିବା ସେ ଏକ ସୁଇସାଇଡ୍ ନୋଟ୍ରେ ଲେଖିଛନ୍ତି । ଏନେଇ ମଙ୍ଗଳାବାଗ ଥାନାରେ ଏକ ମାମଲା ରୁଜୁ ହୋଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।
ସୁବର୍ଣ୍ଣପୁର(କେନ୍ୟୁଜ୍) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…
କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…
ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…
ଭୁବନେଶ୍ୱର(କେନ୍ୟୁଜ୍): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…
ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…
ଭୁବନେଶ୍ୱର(କେନ୍ୟୁଜ୍): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…