ରାଜ୍ୟ

କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି ମାମଲା, ଦିଲ୍ଲୀପ ରାୟଙ୍କ ବିରୋଧରେ ଆସନ୍ତାକାଲି ଦଣ୍ଡବିଧାନ କରିବେ ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ କୋର୍ଟ

କେନ୍ୟୁଜ୍ (ବ୍ୟୁରୋ): କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ବିରୋଧରେ ଆସନ୍ତାକାଲି ଦଣ୍ଡବିଧାନ କରିବେ ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ କୋର୍ଟ । ତାଙ୍କ ସମେତ ୫ ଜଣଙ୍କ ବିରୋଧରେ ଦଣ୍ଡ ଶୁଣାଣି ରହିଛି । ଗତମାସ ୧୪ ତାରିଖରେ ଦଣ୍ଡବିଧାନ ଶୁଣାଣିକୁ ଆସନ୍ତାକାଲି ଯାଏଁ ଘୁଞ୍ଚାଇ ଦେଇଥିଲେ କୋର୍ଟ । ସମସ୍ତ ଦୋଷୀଙ୍କୁ ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ ଦେଇଥିଲେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଜଜ ଜଷ୍ଟିସ ଭାରତ ପରାସର ।

ଅନ୍ୟ ଅଭିଯୁକ୍ତଙ୍କ ଭିତରେ ଅଛନ୍ତି କୋଇଲା ମନ୍ତ୍ରାଳୟର ତତ୍କାଳୀନ ଦୁଇ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମ । ସେହିପରି କାଷ୍ଟ୍ରନ ଟେକ୍ନୋଲୋଜି ଲିମିଟେଡ୍‌ର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରୱାଲ ଓ କାଷ୍ଟ୍ରନ ମାଇନିଂ ଲିମିଟେଡ ବା CML ଦୋଷୀ ପ୍ରମାଣିତ ହୋଇଛନ୍ତି । ୧୯୯୯ରେ କାଷ୍ଟ୍ରନ୍‌ ଟେକ୍ନୋଲୋଜିକୁ ଝାଡ଼ଖଣ୍ଡର ବ୍ରହ୍ମଡିହା କୋଲ ବ୍ଲକ୍‌ ଦେବାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ସେତେବେଳେ କେନ୍ଦ୍ରରେ କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ ଦିଲ୍ଲୀପ ରାୟ ।

KNews Bureau

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

4 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

19 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

30 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

41 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago