ବେଗୁନିଆ(କେନ୍ୟୁଜ୍):ବେଗୁନିଆରେ ସ୍ଵାସ୍ଥ୍ୟସେବା ବିପର୍ଯ୍ୟସ୍ତ ସହିତ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଉନ୍ନତ ମାନର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ପ୍ରତିବାଦରେ ଆଜି ବେଗୁନିଆ ବନ୍ଦ । ବେଗୁନିଆ ମିଳିତ କ୍ରିୟାନୁଷ୍ଠାନ କମିଟିର ଡାକରାରେ ଆଖପାଖ ଅଞ୍ଚଳର ଶତାଧିକ ମହିଳା ପୁରୁଷ ଏହି ବନ୍ଦରେ ସାମିଲ ହୋଇଥିବା ବେଳେ ରାଜ୍ୟର ପ୍ରମୁଖ ଖୋର୍ଦ୍ଧା ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି ।
ଜାତୀୟ ରାଜପଥରେ ଗାଡି ଚଳାଚଳ ବନ୍ଦ ସହିତ ଦୋକାନ ବଜାର ବନ୍ଦ ରହିଛି । ଦିର୍ଘ ୪୯ଦିନ ଧରି ବେଗୁନିଆ ସ୍ଵାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ପରେ ନେଇଛନ୍ତି ଏହି ଚରମ ପଦକ୍ଷେପ ।ତେବେ ଦାବି ପୂରଣ ନ ହେବା ପର୍ଯ୍ଯନ୍ତ ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି ଆନ୍ଦୋଳନକାରୀ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ଶିଖର ସମ୍ମିଳନୀରେ ଭାରତ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଇଟାଲୀରୁ ଫେରିବା ପରେ ସେଠିକାର ଆତିଥ୍ୟକୁ…
କୋରାପୁଟ (କେନ୍ୟୁଜ): କୋରାପୁଟରେ ଗଡୁନି ଘରୋଇ ବସ୍ । ଘରୋଇ ବସ୍ ମାଲିକ ସଂଘ ଓ ଘରୋସ୍ ବସ୍ କର୍ମଚାରୀ…
ଉମରକୋଟ (କେନ୍ୟୁଜ): କଇଁଛ ଚୋରା ଚାଲାଣ ବେଳେ ମାଡ଼ି ବସିଲା ବନବିଭାଗ । ୧୭୬ଟି ବିରଳ କଇଁଛ ଜବତ, ୪…
ବ୍ରହ୍ମଗିରି(କେନ୍ୟୁଜ): ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶକ୍ତି ପୀଠ ମା’ ବାଲି ହରଚଣ୍ଡିଙ୍କ ପୀଠରେ ଆରମ୍ଭ ହୋଇଛି ଚାରି ଦିନିଆ ପ୍ରସିଦ୍ଧ…
ଭୁବନେଶ୍ୱର (କେନ୍ୟୁଜ): ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ । ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ…
ଭାରତ ଏବଂ କାନାଡା ମଧ୍ୟରେ ଆଜି ଟି୨୦ ବିଶ୍ୱକପ ମ୍ୟାଚ ଖେଳାଯିବ । ଭାରତ ଟି୨୦ ବିଶ୍ୱକପରେ ୩ଟି ମ୍ୟାଚ…