Categories: ରାଜ୍ୟ

ଆଜିଠୁ ଭଙ୍ଗାହେବ ବିଧାୟକଙ୍କ କ୍ୱାର୍ଟର୍ସ, ସେହି ଜାଗାରେ ତିଆରି ହେବ ୧୦ ମହଲା ବିଶିଷ୍ଟ ଆପାର୍ଟମେଣ୍ଟ

ଭୁବନେଶ୍ବର: ଆଜିଠୁ ଭଙ୍ଗାହେବ ବିଧାୟକଙ୍କ କ୍ୱାର୍ଟର୍ସ । ପ୍ରଥମ ପର୍ଯ୍ୟାୟରେ ବିଧାନସଭା ସାମ୍ନାରେ ଥିବା ୪୨ଟି କ୍ୱାର୍ଟର୍ସକୁ ଭଙ୍ଗାଯିବ । ସେହି ଜାଗାରେ ତିଆରି ହେବ ୧୦ ମହଲା ବିଶିଷ୍ଟ ଆପାର୍ଟମେଣ୍ଟ । ଆପାର୍ଟମେଣ୍ଟରେ ରହିବ ସମସ୍ତ ଅତ୍ୟାଧୁନିକ ସୁବିଧା ଯଥା-ପାର୍କ, ଜିମ୍‌,ମଲ୍ଟିପାର୍କିଂ,ସୁଇମିଂ ପୁଲ ରହିବ । ବର୍ତ୍ତମାନ ସୁଦ୍ଧା ୨୪ ଜଣ ପୂର୍ବତନ ବିଧାୟକ କ୍ୱାର୍ଟର୍ସ ଖାଲି କରିଥିବା ବେଳେ ବାକି ଅନ୍ୟ ପୂର୍ବତନ ବିଧାୟକ ତୁରନ୍ତ କ୍ୱାର୍ଟର୍ସ ଖାଲି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

KNews Bureau

Recent Posts

ନିଟ୍‌ ମାମଲାରେ ଏନଟିଏକୁ ଜବାବ ମାଗିଲେ ସୁପ୍ରିମକୋର୍ଟ, ହେରଫେର ହୋଇଥିଲେ ସମୟ ପୂର୍ବରୁ ସୁଧାରନ୍ତୁ

ନିଟ୍‌ ପରୀକ୍ଷାକୁ ନେଇ ଉଠିଥିବା ବିବାଦ ଥମିବାରେ ନାଁ ଧରୁନି । ଆଜି ପୁଣି NEET ମାମଲାକୁ ନେଇ ସୁପ୍ରିମକୋର୍ଟରେ…

3 mins ago

ଶ୍ରୀମନ୍ଦିରରେ ରୁକ୍ମିଣୀହରଣ ଏକାଦଶୀ, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ); ଆଜି ରୁକ୍ମଣୀ ହରଣ ଏକାଦଶୀ । ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବିବାହ ଉତ୍ସବ। ଶ୍ରୀ ମନ୍ଦିର ସିଂହ…

10 mins ago

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା, ଲିଷ୍ଟ ଆଧାରରେ ନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ (କେନ୍ୟୁଜ): କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ମେରିଟ ଲିଷ୍ଟ ଆଧାରରେ ନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । …

22 mins ago

ଜୁନରେ ରେକର୍ଡ ଭାଙ୍ଗିଲା ତାତି, ଆହୁରି ତିନି ଦିନ ହେବ ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର (କେନ୍ୟୁଜ): ଆହୁରି ତିନି ଦିନ ତାତି ସହ ଗୁଳୁଗୁଳି । ରାଜ୍ୟରେ ଆହୁରି ୩ ଦିନ ଯାଏଁ ଜାରି…

36 mins ago

ରିମାରିୟୋ ଶେଫର୍ଡଙ୍କ ଘରେ କୁନି ଅତିଥିଙ୍କୁ ସ୍ୱାଗତ, ବାପା ହେବା ଖୁସିରେ ମିସ୍‌ କଲେ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ

ଟି ୨୦ ବିଶ୍ୱକପ ୨୦୨୪ର ଗ୍ରୁପ ପର୍ଯ୍ୟାୟରେ ଶେଷ ମ୍ୟାଚ େଓ୍ଵଷ୍ଟଇଣ୍ଡିଜ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଛି । ଗ୍ରୁପ…

51 mins ago

ଇଟାଲୀ ନିକଟ ସମୁଦ୍ର ଉପକୂଳରେ ବଡ଼ ଦୁର୍ଘଟଣା, ଦୁଇଟି ବୋଟ୍‌ ବୁଡ଼ି ୧୧ ପ୍ରବାସୀଙ୍କ ମୃତ୍ୟୁ, ୬୦ ନିଖୋଜ

ଇଟାଲୀର ଦକ୍ଷିଣ ସମୁଦ୍ର ଉପକୂଳରେ ଦୁଇଟି ବୋଟ୍‌ ବୁଡ଼ିଯାଇଛି । ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ରୁ…

55 mins ago