କଳାହାଣ୍ଡି : ଜିଲ୍ଲା ପ୍ରଶାସନର ନିଦ ହଜେଇଛି ଡେଙ୍ଗୁ ଜ୍ୱର

କଳାହାଣ୍ଡି (କେନ୍ଯୁଜ୍) : ଡେଙ୍ଗୁ ଜ୍ୱର ଜିଲ୍ଲା ପ୍ରଶାସନର ନିଦ ହଜେଇ ଦେଇଛି । ଜିଲ୍ଲାର ବିଭିନ୍ନ ବ୍ଲକରେ ଡେଙ୍ଗୁ ଜ୍ୱର ବ୍ୟାପିବାରେ ଲାଗିଛି । ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଉନଥିବା କଂଗ୍ରେସ ଅଭିଯୋଗ କରିଛି ।

dengue25

ରାଜ୍ୟ ସରକାର ଏଥିପ୍ରତି ତୁରନ୍ତ ଧ୍ୟାନ ଦେବାକୁ ଦାବି କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.