ଭିଜିଲାନ୍ସ ଜାଲରେ ଫ୍ୟାକ୍ଟ୍ରି ଆଣ୍ଡ ବଏଲର ବିଭାଗର ଡେପୁଟି ଡାଇରେକ୍ଟର, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପୁଣି ସରକାରୀ ବାବୁ । ଫ୍ୟାକ୍ଟ୍ରି ଆଣ୍ଡ ବଏଲର ବିଭାଗର ଡେପୁଟି ଡାଇରେକ୍ଟର ରମେଶ ଚନ୍ଦ୍ର ବେହେରାଙ୍କ ଘରେ ରେଡ୍‌ । ଏକକାଳୀନ ୬ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ।

ଭୁବନେଶ୍ୱର ଓ କଟକରେ ଥିବା କାର୍ଯ୍ୟାଳୟ, ଭୁବନେଶ୍ୱର ଘାଟିକିଆ ଭିପୁଲ ଗାର୍ଡେନ୍‌ ସ୍ଥିତ ବାସଭବନ, କଟକରେ ସ୍ଥିତ ଶ୍ୱଶୂର ଘର ଓ CDAରେ ଚଢାଉ ହୋଇଛି । ସେହିପରି ଯାଜପୁର କୋରେଇ ସ୍ଥିତ ପୌତୃକ ଘର ଏବଂ ପଣ୍ଡିଚେରୀ ସ୍ଥିତ ଘରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ରେଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.