Below header

ଜଗା ଦର୍ଶନକୁ ଆସି ଚାଲିଗଲା ଜୀବନ, ମୃତକ ରାଜସ୍ଥାନର ବୋଲି ଜଣାପଡ଼ିଛି

ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ସିଂହଦ୍ୱାର ପ୍ରାଥମିକ ଚିକିତ୍ସା କେନ୍ଦ୍ର ଓ ପରେ ସଦର ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା । ମୃତକ ରାଜସ୍ଥାନର ଅମ୍ବାଲାଲ ଭୋଇ । ସ୍ନାନମଣ୍ଡପ ନିକଟରେ ଅସୁସ୍ଥ ହୋଇଥିଲେ ।

ପୁରୀ(କେନ୍ୟୁଜ୍): ମହାପ୍ରଭୁଙ୍କ ସ୍ନାନଯାତ୍ରା ବେଳେ ଅଘଟଣ । ଶ୍ରୀମନ୍ଦିର ଭିତରେ ଦର୍ଶନ ବେଳେ ଅସୁସ୍ଥ ହୋଇପଡ଼ିଥିବା ଶ୍ରଦ୍ଧାଳୁଙ୍କ ମୃତ୍ୟୁ । ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ସିଂହଦ୍ୱାର ପ୍ରାଥମିକ ଚିକିତ୍ସା କେନ୍ଦ୍ର ଓ ପରେ ସଦର ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା । ମୃତକ ରାଜସ୍ଥାନର ଅମ୍ବାଲାଲ ଭୋଇ । ସ୍ନାନମଣ୍ଡପ ନିକଟରେ ଅସୁସ୍ଥ ହୋଇଥିଲେ । ପରିବାର ସହ ଦର୍ଶନ ପାଇଁ ପୁରୀ ଆସିଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.