ଭୁବନେଶ୍ବର: ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା। ମାମଲାର ତଦନ୍ତ ପାଇଁ କ୍ରାଇମ୍ବ୍ରାଞ୍ଚକୁ ନିର୍ଦ୍ଦେଶ ଦେଲେ ପୋଲିସ ଡିଜି । ଟ୍ଵିଟ୍ କରି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଜି । ମାମଲାର ତଦନ୍ତ କରୁଥିଲା ଭୁବନେଶ୍ୱର GRP ।
ତେବେ ମୃତ୍ୟୁର ମାସେ ପୁରିବାକୁ ବସିଲାଣି ହେଲେ ଏପର୍ଯ୍ୟନ୍ତ କୌଣସି ନିର୍ଣ୍ଣାୟକ ମୋଡରେ ପହଞ୍ଚି ପାରିନାହିଁ ଜିଆରପି। ତଥାପି ତଦନ୍ତ ଜାରି ରଖିଛି ଜିଆରପି ପୋଲିସ। ଏହାରି ଭିତରେ ଗତକାଲି ୨ ମାଲବାହୀ ଟ୍ରେନ୍ ଲୋକ ପାଇଲଟଙ୍କ ବୟାନ ରେକର୍ଡ କରିଥିଲା ରେଳବାଇ ପୋଲିସ । ଆଦିତ୍ୟ ପ୍ରାଣ ହରାଇଥିବା ଦିନ ଟ୍ରେନ ଆଗରେ କେହି ଆତ୍ମହତ୍ୟା କରିନଥିବା ଉଭୟ ଲୋକପାଇଲଟ କହିଥିଲେ ।
ଏହା ଜଣାପଡିବା ପରେ ମାମଲାର ତଦନ୍ତ ପାଇଁ କ୍ରାଇମ୍ବ୍ରାଞ୍ଚକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି । ସୂଚନା ଥାଉକି, ଜୁଲାଇ ୭ତାରିଖ ସକାଳେ ଆଦିତ୍ୟଙ୍କ ମୃତ ଦେହ ଲିଙ୍ଗରାଜ ଷ୍ଟେସନ ନିକଟରୁ ଉଦ୍ଧାର କରାଯାଇଥିଲା ।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…