Below header

ଖୋଲିଲା ବାବା ଧବଳେଶ୍ୱରଙ୍କ ପୀଠ: ମହିଳା, ୧୦ବର୍ଷରୁ କମ୍‌ ଏବଂ ୬୫ବର୍ଷରୁ ଉର୍ଦ୍ଧ୍ଵଙ୍କୁ ମନ୍ଦିର ପ୍ରବେଶ ମନା

କଟକ(କେନ୍ୟୁଜ୍):  ଖୋଲିଲା କଟକ ଜିଲ୍ଲାର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ଵର ପୀଠ। ଦାର୍ଘ ମାସ ପରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ମନ୍ଦିର ମଧ୍ୟକୁ ବାହାର ଭୋଗକୁ ବାରଣ କରାଯାଇଥିବାବେଳେ ମାସ୍କ ବାଧ୍ୟତାମୂଳକ କରାଯାଇଛି। ଗର୍ଭବତୀ ମହିଳା, ୧୦ବର୍ଷରୁ କମ୍‌ ଏବଂ ୬୫ବର୍ଷରୁ ଉର୍ଦ୍ଧ୍ଵଙ୍କୁ ମନ୍ଦିର ପ୍ରବେଶ ମନା ହୋଇଛି।

ସକାଳ ୬ଟାରୁ ସଂଧ୍ୟା ୮ଟା ଯାଏ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି। କୋଭିଡ ନିୟମ କୋହଳ ହେବାପରେ କଟକ ଜିଲ୍ଲାପାଳଙ୍କ ଅନୁମୋଦନରେ ସମସ୍ତ ଧର୍ମାନୁଷ୍ଠାନ ଖୋଲିଥିଲେ ମଧ୍ୟ ଧବଳେଶ୍ଵରଙ୍କ ମନ୍ଦିର ଖୋଲିନଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.