ରାଜ୍ୟ

ମହାନଦୀରେ ଅଧିକ ବର୍ଷା ପାଣି ଆସିବାରୁ ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା, ଦର୍ଶନରୁ ବଞ୍ଚିତ ଭକ୍ତ

ଆଠଗଡ଼ (କେନ୍ୟୁଜ) : ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା। ଧବଳେଶ୍ୱରକୁ ସଂଯୋଗ କରୁଥିବା ଅସ୍ଥାୟୀ ରାସ୍ତା ଭାସିଯାଇଛି। ମହାନଦୀରେ ଅଧିକ ବର୍ଷା ପାଣି ଆସିବାରୁ ଅସ୍ଥାୟୀ ରାସ୍ତାଟି ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ। ମଞ୍ଚେଶ୍ୱର ନଦୀ ଘାଟରୁ ପାଇକରାପୁର ପଠା ଏବଂ ସେଠାରୁ ଧବଳେଶ୍ୱର ପଠାକୁ ସଂଯୋଗ କରୁଥିଲା ଅସ୍ଥାୟୀ ରାସ୍ତା। ଶ୍ରଦ୍ଧାଳୁ ମାନେ ଏହି ରାସ୍ତାରେ ଆସି ବାବା ଧବଳେଶ୍ୱରଙ୍କର ଦର୍ଶନ କରୁଥିଲେ। ଝୁଲାପୋଲ ବନ୍ଦ ରହିଥିବାରୁ ବାବା ଧବଳେଶ୍ୱରଙ୍କ ପୀଠକୁ ରାସ୍ତା ବନ୍ଦ ହୋଇଯାଇଛି।

ଝୁଲାପୋଲ ଅସୁରକ୍ଷିତ ଦର୍ଶାଇ ନଭେମ୍ବର ୧ ତାରିଖ ଠାରୁ ଧବଳେଶ୍ୱରଙ୍କ ପୀଠକୁ ସର୍ବସାଧାରଣଙ୍କ ଲାଗି ଦର୍ଶନ ବନ୍ଦ ରଖାଯାଇଥିଲା। ୧୪୪ ଧାରା ଲଗାଇ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ଲଗାଯାଇଥିଲା।

 

 

Barsha

Recent Posts

ବିହାର: ଇଞ୍ଜିନିୟରିଂ କଲେଜ କ୍ୟାଣ୍ଟିନ୍‌ ଖାଦ୍ୟରୁ ବାହାରିଲା ମଲା ସାପ ! ଅନେକ ଛାତ୍ରଛାତ୍ରୀ ଅସୁସ୍ଥ

ଖାଦ୍ୟରୁ ବାହାରିଲା ମଲା ସାପ । ଏମିତି ଅଭିଯୋଗ ଆଣିଛନ୍ତି ବିହାରର ଏକ ଇଞ୍ଜିନିୟରିଂ କଲେଜର ଛାତ୍ରଛାତ୍ରୀ । ବିହାରର…

31 mins ago

ଏହି ସବୁ ପ୍ରମାଣ ପତ୍ର ଥିଲେ ମିଳିବ ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କା

ରାଜ୍ୟର ପ୍ରତି ମହିଳାଙ୍କୁ ମିଳିବ ୫୦ହଜାର ଟଙ୍କା । ମଧ୍ୟପ୍ରଦେଶ ଓ ଛତିଶଗଡରେ ସଫଳ ହୋଇଥିବା ଯୋଜନା ଏବେ ଓଡିଶାରେ…

33 mins ago

Air India ବିମାନରେ ପରସାଗଲା ଅଧାରନ୍ଧା ଖାଦ୍ୟ ! ଯାତ୍ରୀ କହିଲେ, ‘୫ ଲକ୍ଷ ଟଙ୍କା ଖର୍ଚ୍ଚ କରି ସମସ୍ୟା ଭୋଗିଲି’

ଏୟାର ଇଣ୍ଡିଆର ଏକ ବିମାନରେ ପରସା ଯାଇଛି ଅଧାରନ୍ଧା ଖାଦ୍ୟ । ଏଭଳି ଅଭିଯୋଗ ଆଣିଛନ୍ତି ବିମାନରେ ଯାତ୍ରା କରୁଥିବା…

49 mins ago

ଟି୨୦ ବିଶ୍ୱକପ ୨୦୨୪ : ସୁପର-୮ରେ ଭାରତ ସହିତ ମୁହାଁମୁହିଁ ହେବେ ଅଷ୍ଟ୍ରେଲିଆ, ବାଂଲାଦେଶ ଏବଂ ଆଫଗାନିସ୍ତାନ

ଟି୨୦ ବିଶ୍ୱକପ ୨୦୨୪ରେ ସୁପର-୮ ଟିମ୍‌ ଘୋଷଣା ହୋଇସାରିଛି । ଭାରତ ବିପକ୍ଷରେ ସୁପର ୮ରେ ଅଷ୍ଟ୍ରେଲିଆ, ବାଂଲାଦେଶ ଏବଂ…

59 mins ago

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ଆଜି ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

2 hours ago

ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ, ମୃତକଙ୍କ ପରିବାରକୁ ସହାୟତା ଘୋଷଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

2 hours ago