ରାଜ୍ୟ

ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ

ଭୁବନେଶ୍ୱର(କେନ୍ୟୁଜ୍): ଧାମନଗରରେ ନଭେମ୍ବର ୩ରେ ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ। ଏଥିପାଇଁ ଅକ୍ଟୋବର ୭ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୪ ସୁଦ୍ଧା ନାମାଙ୍କନପତ୍ର ଦାଖଲ, ଅକ୍ଟୋବର ୧୭ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହେବ। ନଭେମ୍ବର ୬ରେ‌ ଭୋଟ୍‌ ଗଣତି, ନଭେମ୍ବର ୮ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ ହେବ। ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ପରେ ଖାଲି ପଡ଼ିଥିବା ଧାମନଗର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ସୋମବାର ଦିନ ଭାରତ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି।

ନିର୍ବାଚନ ତାରିଖ ଘୋଷଣା ଦିନ ଠାରୁ ସମଗ୍ର ଭଦ୍ରକ ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଆଦର୍ଶ ଆଚରଣ ବିଧି ନିର୍ବାଚନରେ ଅଂଶଗ୍ରହଣ କରିବାକୁ ଥିବା ସମସ୍ତ ପ୍ରାର୍ଥୀ, ସମସ୍ତ ରାଜନୈତିକ ଦଳଗୁଡ଼ିକ କ୍ଷେତ୍ରରେ ଓ ବିଧାନସଭା ନିର୍ବାଚନ ମଣ୍ଡଳୀରେ ସଂପୂର୍ଣ୍ଣ ଭାବେ ଲାଗୁ କରାଯାଇଛି। ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରେ ଥିବା କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟଗୁଡ଼ିକ କ୍ଷେତ୍ରରେ ମଧ୍ୟ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି।

Sonalisa

Recent Posts

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

12 mins ago

ସିକ୍କିମ୍‌ରେ ବର୍ଷା ଓ ଭୂସ୍ଖଳନ ଯୋଗୁ ସ୍ଥିତି ସାଂଘାତିକ, ୨,୦୦୦ ପର୍ଯ୍ୟଟକଙ୍କୁ ଏୟାରଲିଫ୍ଟ କରିବାକୁ ଚାଲିଛି ପ୍ରସ୍ତୁତି

ସିକ୍କିମ୍‌ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…

23 mins ago

ଜୀବନର ଶେଷ ରିଲ୍‌…୩୦୦ ଫୁଟ୍‌ ଗଭୀର ଖାଇକୁ ଖସିଲା କାର୍‌, ଯୁବତୀ ମୃତ

ସୋସିଆଲ ମିଡିଆରେ ରିଲ୍ସ କରିବାକୁ ନେଇ ଲୋକଙ୍କ ମଧ୍ୟରେ ଏତେ ଉତ୍ସାହ ରହୁଛି ଯେ ନିୟମ ସୁଦ୍ଧା ମାନିବାକୁ ସେମାନେ ପ୍ରସ୍ତୁତ…

48 mins ago

ରିଳିଜ୍‌ ହେଲା ଫିଲ୍ମ ‘ସରଫିରା’ର ଟ୍ରେଲର, ଦମ୍‌ଦାର ଲୁକ୍‌ରେ ନଜର ଆସିଲେ ଅକ୍ଷୟ କୁମାର

ବଲିଉଡ ଷ୍ଟାର ଅକ୍ଷୟ କୁମାରଙ୍କ ନୂଆ ଫିଲ୍ମ 'ସରଫିରା'ଟ୍ରେଲର ରିଲିଜ୍‌ ହୋଇଛି । ଖିଲାଡୀ କୁମାରଙ୍କ ଅପ୍‌କମିଂ ଫିଲ୍ମ ସରଫିରା…

1 hour ago

ଇକ୍ୱାଡୋରରେ ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନ; ୮ ମୃତ, ୧୧ ନିଖୋଜ

ଇକ୍ୱାଡୋରରେ ବର୍ଷା ରଚିଛି ତାଣ୍ଡବ । ପ୍ରବଳ ବର୍ଷା ଯୋଗୁଁ ଲୋକଙ୍କୁ ଅନେକ ସମସ୍ୟା ସାମ୍ନା କରିଛନ୍ତି । ମଧ୍ୟ…

1 hour ago

ଧର୍ମଶାଳା ରଜ କୁଇନ ମୁକୁଟ ପିନ୍ଧିଲେ ସୁଭଦ୍ରା

ଯାଜପୁର(କେନ୍ୟୁଜ୍‌) : ସାରା ରାଜ୍ୟରେ ମେଲିଛି ରଜର ଆସର । ଧୁମ୍‌ ଧାମ୍‌ ରେ ଏଥର ସବୁଠି ପାଳିତ ହୋଇଯାଇଛି…

2 hours ago