ପୁରୀ (କେନ୍ୟୁଜ୍) : ଆଜି ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ପହିଲି ଭୋଗ । ମକର ସଂକ୍ରାନ୍ତି ପର୍ୟ୍ୟନ୍ତ ଏକ ମାସ ଧରି ଶ୍ରୀମନ୍ଦିରରେ ପହିଲି ଭୋଗ ଚାଲିବ । ମଙ୍ଗଳ ଆଳତୀ, ରୋଷ ହୋମ, ମଇଲମ, ଅବକାଶ, ସୂର୍ୟ୍ୟ ପୂଜା ଓ ବେଶ ଶେଷ ହେବା ପରେ ପହିଲି ଭୋଗ କରାଯାଇଛି । ପହିଲି ଭୋଗରେ ୩୨ ପ୍ରକାର ସୁସ୍ୱାଦୁ ପିଠା ଯଥା ବଡ଼ ଝିଲି, ଦରସୁଆ, ବଡ଼ ଏଣ୍ଡୁରି, କାକେରା, ଆରିସା ଇତ୍ୟାଦି ପ୍ରସ୍ତୁତ ହୋଇଥାଏ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…