Categories: ରାଜ୍ୟ

ଧର୍ମଗଡ଼କୁ ଉପଖଣ୍ଡ ଜିଲ୍ଲା ମାନ୍ୟତା ଦାବି, କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା

ଧର୍ମଗଡ଼(କେନ୍ୟୁଜ୍) : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବିରେ ବନ୍ଦ ଡାକରା। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଧର୍ମଗଡ଼ ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ଠପ୍‌ ହୋଇଯାଇଛି। ସମସ୍ତ ସରକାରୀ କାର‌୍ୟ୍ୟାଳୟ ଓ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିଛି।

ବିଭିନ୍ନ ସ୍ଥାନରେ ପିକେଟିଂ କରାଯାଇ ଟାୟାର ଜାଳି ରାସ୍ତାରୋକ କରାଯାଇଛି। ୧୩୦ ନମ୍ବର ଜାତୀୟ ରାଜପଥରେ ଗାଡି ଚଳାଚଳ ବନ୍ଦ ହୋଇଯାଇଛି। ଏହି ଉପଖଣ୍ଡରେ ୬ଟି ବ୍ଲକ ଥିବାବେଳେ ଦୀର୍ଘ ୩୦ବର୍ଷ ହେଲା ଜିଲ୍ଲା ମାନ୍ୟତା ଦାବି କରାଯାଉଛି। ହେଲେ ଦୀର୍ଗ ବର୍ଷ ପରେ ମଧ୍ୟ ଦାବି ପୂରଣ ନହେବାରୁ ଆଜି ଧର୍ମଗଡ଼ ସହ ଜୁନାଗଡ଼ ବନ୍ଦ ଡାକରା ଦିଆଯାଇଛି।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

6 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

9 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

9 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

10 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

10 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

10 hours ago