(କେନ୍ୟୁଜ): ଓଡିଶାରୁ ଏତେ ପରିମାଣର ଟଙ୍କା ଜବତ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଶା ଭଳି ରାଜ୍ୟରୁ ଶହ ଶହ କୋଟି ଟଙ୍କା ଜବତ ହେବ ଖବର ବିସ୍ମିତ କରିଛି ବୋଲି ସେ କହିଛନ୍ତି। ଏତେ ପରିମାଣର ବେନାମୀ ଅର୍ଥ ଜବତ ହେବେ ଚିନ୍ତାର ବିଷୟ। ଏହି ବେନାମୀ ଧନର ମୂଳ ଉତ୍ସ କେଉଁଠି ବୋଲି ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର। ଘଟଣାର ସତ୍ୟାସତ୍ୟ କଣ? ଜବତ କଳାଧନ ସହ ଓଡିଶାର କିଛି ମୁଷ୍ଟିମେୟ ଲୋକଙ୍କ ସଂପର୍କ ରହିଛି କି? ସଚ୍ଚୋଟତାର ଡିଣ୍ଡିମ ପିଟୁଥିବା ଲୋକମାନେ ଏହି ଘଟଣାରେ ଚୁପ କାହିଁକି ବୋଲି ସେ ପ୍ରଶ୍ନ କରିଛନ୍ତି।
ଦେଶର ଜନସାଧାରଣ ଏବେ ମୋଦିଙ୍କ ଗ୍ୟାରେଣ୍ଟି ଉପରେ ଭରସା କରୁଛନ୍ତି। ମୋଦି ସରକାରରେ ଦୁର୍ନୀତିକୁ ପ୍ରଶୟ ଦିଆଯିବ ନାହିଁ। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଗୋଟି ଗୋଟି କରି ଜନତାଙ୍କ ଠାରୁ ହରିଲୁଟ ଅର୍ଥ ଅସୁଲ କରାଯିବ। ଏଥିରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଧର୍ମେନ୍ଦ୍ର।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…