ଢେଙ୍କାନାଳ: ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ, ୨୦୧୬ ଜାନୁଆରିରେ ଘଟାଇଥିଲା ଏହି କାଣ୍ଡ

ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ । ଢେଙ୍କାନାଳ ଭୁବନ ଥାନା ଅଞ୍ଚଳରେ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତ ଶିବାନନ୍ଦ ପ୍ରଧାନକୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି ଢେଙ୍କାନାଳ ସ୍ୱତନ୍ତ୍ର ପୋକ୍‌ସୋ କୋର୍ଟ । ୨୦୧୬ ଜାନୁଆରି ୨୧ ତାରିଖରେ ନାବାଳିକା ଜଣକ ପଡୋସୀଙ୍କ ଘରକୁ ଟିଭି ଦେଖିବାକୁ ଯାଇଥିବା ବେଳେ ଆଉ ଘରକୁ ଫେରିନଥିଲେ । ପରିବାର ଲୋକେ ବହୁ ଖୋଜା ଖୋଜି ପରେ ପରଦିନ ବାଡ଼ି ପଛ ପାଳ ଗଦାରୁ ମୃତଦେହ ଉଦ୍ଧାର ହୋଇଥିଲା ।

 

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.