ରାଉରକେଲା ପରେ କଣ୍ଟାବାଞ୍ଜିରେ ଡାଇରିଆ, ୨ ମୃତ

ରାଉରକେଲା ପରେ କଣ୍ଟାବାଞ୍ଜିରେ ଡାଇରିଆ । ଡାଇରିଆରେ ୨ ଜଣଙ୍କର ମୃ୍ତ୍ୟୁ ହୋଇଥିବା ବେଳେ ୪ରୁ ଊର୍ଦ୍ଧ୍ବ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ୨ ମୃତକ ପୁଡ଼ାପଦାର ଓ ମାଲିବାହାଲ ଗାଁର ମୀରା ସାହୁ ଓ ସନ୍ତୋଷ ମାଝୀ ।

କଣ୍ଟାବାଞ୍ଜି (କେନ୍ୟୁଜ): ରାଉରକେଲା ପରେ କଣ୍ଟାବାଞ୍ଜିରେ ଡାଇରିଆ । ଡାଇରିଆରେ ୨ ଜଣଙ୍କର ମୃ୍ତ୍ୟୁ ହୋଇଥିବା ବେଳେ ୪ରୁ ଊର୍ଦ୍ଧ୍ବ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ୨ ମୃତକ ପୁଡ଼ାପଦାର ଓ ମାଲିବାହାଲ ଗାଁର ମୀରା ସାହୁ ଓ ସନ୍ତୋଷ ମାଝୀ । ଝାଡାବାନ୍ତିରେ ଆକ୍ରାନ୍ତ ହେବା ପରେ ମୀରାଙ୍କୁ ଗତକାଲି ମେଡିକାଲରେ ଭର୍ତ୍ତି କରାଯାଇଥିଲା । କଣ୍ଟାବାଞ୍ଜି ଅଞ୍ଚଳର ବିଭିନ୍ନ ଗାଁରେ ଏବେ ଡାଇରିଆ ବ୍ୟାପୁଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୨ ଶିଶୁ ଥିବା ଜଣାପଡିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.