ରାଜ୍ୟ

ମେଟାପାଡୁରେ ବଢୁଛି ଝାଡ଼ାବାନ୍ତି, ଦୁଇ ମୃତ

କୋରାପୁଟ(କେନ୍ୟୁଜ୍‌) : ମେଟାପାଡୁରେ ବଢୁଛି ଝାଡ଼ାବାନ୍ତି । ତିନି ଦିନରେ ଦୁଇ ମୃତ। କୋରାପୁଟ ଜିଲ୍ଲା ପଟାଙ୍ଗି ବ୍ଳକ୍‌ ଅନ୍ତର୍ଗତ ତଳ ଗୋଲୁର ପଞ୍ଚାୟତର ମେଟା ପାଡୁ ଗ୍ରାମରେ ବ୍ଯାପିଛି ଝାଡ଼ାବାନ୍ତି। ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ପଟାଙ୍ଗି ସ୍‌ାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।

ଜିଲ୍ଲା ସ୍‌ାସ୍ଥ୍ୟ ବିଭାଗ ପକ୍ଷରୁ ସ୍‌ତନ୍ତ୍ର ଟିମ ଗଠନ କରାଯାଇ ଅସ୍ଥାୟୀ କ୍ଯାମ୍ପ କରି ସ୍ଥିତି ଉପରେ ନଜର ରଖାଯାଇଛି। ଝାଡାବାନ୍ତିର କାରଣ ଖୋଜିବାକୁ ଅନୁଧ୍ୟାନ କରି ପାନୀୟଜଳ ସହ ବିଭିନ୍ନ ସେମ୍ପୁଲ ଟେଷ୍ଟିଂ ପାଇଁ ପଠାଯାଇଛି । ରିପୋର୍ଟ ଆସିଲେ ଝାଡ଼ାବାନ୍ତିର ପ୍ରକୃତ କାରଣ ସ୍ପଷ୍ଟ ହେବ କହିଛନ୍ତି ଜିଲ୍ଲା ମୁଖ୍ଯ ଚିକିତ୍ସାଧିକାରୀ ଅରୁଣ ପାଢ଼ୀ।

ଅନ୍ଯପଟେ ଆକ୍ରାନ୍ତ ଗାଁର ତିନି କିଲୋମିଟର ମଧ୍ୟରେ ସମସ୍ତ ଗ୍ରାମକୁ ଯାଇ ଲୋକଙ୍କ ଚିକିତ୍ସା କରାଯାଉଛି। ଆବଶ୍ଯକ ହେଲେ ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋରାପୁଟ ମେଡିକାଲ କଲେଜ ସ୍ଥାନାନ୍ତର କରାଯିବା ନେଇ ସୂଚନା ମିଳିଛି।

 

Niharanjan

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

1 hour ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

5 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

5 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

5 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

5 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

6 hours ago