IASସ୍ତରରେ ଛୋଟ ଅଦଳବଦଳ:ବଦଳିଲେ ସମ୍ବଲପୁର ଜିଲ୍ଲାପାଳ ଶୁଭମ୍‌ ସାକ୍ସେନା

ବଦଳିଲେ ସମ୍ବଲପୁର ଜିଲ୍ଲାପାଳ ଶୁଭମ୍‌ ସାକ୍ସେନା । ରାଉରକେଲା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା ହେଲେ ସମ୍ବଲପୁର ଜିଲ୍ଲାପାଳ । ଶୁଭମ୍‌ ସାକ୍ସେନାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ଯୁଗ୍ମ ସଚିବ ଭାବରେ ବଦଳି କରାଯାଇଛି ।

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଜିଲ୍ଲାପାଳ ଶୁଭଙ୍କର ମହାପାତ୍ରଙ୍କୁ ରାଉରକେଲା ମହାନଗର ନିଗମ କମିଶନର ଭାବରେ ନୂଆ ନିଯୁକ୍ତି ମିଳିଛି । ସେ ରାଉରକେଲା ସ୍ମାର୍ଟ ସିଟି CEO ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.