ଭୁବନେଶ୍ୱରରୁ ସିଧାସଳଖ ସିଙ୍ଗାପୁର ଓ ବ୍ୟାଙ୍କକ ସହରକୁ ଉଡ଼ିବ ବିମାନ, ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରୁ ସିଧାସଳଖ ସିଙ୍ଗାପୁର ଓ ବ୍ୟାଙ୍କକ ସହରକୁ ଉଡ଼ିବ ବିମାନ । ଏଥିପାଇଁ ଆଜିଠାରୁ ଅଗ୍ରୀମ ଟିକେଟ ସେବାର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ । ଆସନ୍ତା ଜୁନ୍‌ ୩ ତାରିଖରୁ ଇଣ୍ଡିଗୋ ଏହି ବିମାନ ସେବା ଆରମ୍ଭ କରିବ ।

ଭୁବନେଶ୍ୱର (କେନ୍ୟୁଜ): ଭୁବନେଶ୍ୱରରୁ ସିଧାସଳଖ ସିଙ୍ଗାପୁର ଓ ବ୍ୟାଙ୍କକ ସହରକୁ ଉଡ଼ିବ ବିମାନ । ଏଥିପାଇଁ ଆଜିଠାରୁ ଅଗ୍ରୀମ ଟିକେଟ ସେବାର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ । ଆସନ୍ତା ଜୁନ୍‌ ୩ ତାରିଖରୁ ଇଣ୍ଡିଗୋ ଏହି ବିମାନ ସେବା ଆରମ୍ଭ କରିବ । ଏହି ଆନ୍ତର୍ଜାତୀୟ ବିମାନସେବା ଓଡ଼ିଶା ସରକାରଙ୍କ ଦ୍ୱାରା ସମ୍ପୂର୍ଣ୍ଣ ରୂପେ ପ୍ରାୟୋଜିତ ସେବା । ଓଡ଼ିଶାବାସୀଙ୍କୁ ସ୍ୱଳ୍ପ ମୂଲ୍ୟରେ ଏହି ବିମାନସେବା ଯୋଗାଇବା ପାଇଁ ପ୍ରାରମ୍ଭିକ ଭାବରେ ଯିବା ଓ ଆସିବା ପାଇଁ ୧୫ହଜାର ଟଙ୍କା ଟିକେଟ ମୂଲ୍ୟ ରଖାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.