ରାଜ୍ୟ

କ୍ୟାପିଟାଲ ହସ୍ପିଟାଲରେ ନିର୍ଦ୍ଦେଶକଙ୍କୁ ଘେରିଲେ ସଫେଇ କର୍ମଚାରୀ

ଭୁବନେଶ୍ବର(କେନ୍ଯୁଜ୍): କ୍ୟାପିଟାଲ ହସ୍ପିଟାଲ ପରିସରରେ ଆନ୍ଦୋଳନ । କ୍ୟାପିଟାଲ ହସ୍ପିଟାଲରେ ନିର୍ଦ୍ଦେଶକଙ୍କୁ ଘେରିଲେ ସଫେଇ କର୍ମଚାରୀ । ସୂଚନା ମୁତାବକ ନବ ନିଯୁକ୍ତ ନିର୍ଦ୍ଦେଶକ ସଫେଇ କର୍ମଚାରୀଙ୍କୁ ଅଶ୍ଳୀଳ ଗାଳିଗୁଲଜ କରିବା ସହ ଦରମା କାଟୁଥିବା ନେଇ ଅଭିଯୋଗ କରିଛନ୍ତି ସଫେଇ କର୍ମଚାରୀ । ତେଣୁ ସଫେଇ କର୍ମଚାରୀଙ୍କୁ ତୁରନ୍ତ ବଦଳି ସାଙ୍ଗକୁ ମାସିକ ୧୦ ହଜାର ଟଙ୍କା ଦାବି କରିବା ସହ କାୟାକଳ୍ପରେ ମିଳିଥିବା ଟଙ୍କା ଦେବାକୁ ଦାବି କରିଛନ୍ତି ସଫେଇ କର୍ମଚାରୀ ।

ସେପଟେ ନିର୍ଦ୍ଦେଶକ କହିଛନ୍ତି ଆମର କର୍ମଚାରୀମାନଙ୍କ ସହ ଆଲୋଚନା ଜାରି ରହିଛି । ହସ୍ପିଟାଲ ପରିସରକୁ ଅଧିକ ସଫାସୁତୁରା ରଖିବା ପାଇଁ କର୍ମଚାରୀଙ୍କୁ ତାଗିଦ୍ କରାଯାଇଛି । ତେବେ ହସ୍ପିଟାଲରେ କାମ କରୁଥିବା ୧୩୦ ରୁ ଅଧିକ ସଫେଇ କର୍ମଚାରୀ ଆଉଟ୍ ସୋର୍ସିଂ ଅଧିନରେ ଏଠାରେ କାମ କରୁଛନ୍ତି । ତେବେ ସରକାରଙ୍କ ଗାଇଡ୍ ଲାଇନ୍ ଅନୁସାରେ ସମସ୍ତ ସଫେଇ କର୍ମଚାରୀଙ୍କୁ କରୋନା ଟଙ୍କା ଦିଆଯିବା ନେଇ କାମ ଜାରି ରହିଛି ।

KNews Bureau

Recent Posts

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

5 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

20 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

30 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

38 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

55 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

1 hour ago