ସୋନପୁର(କେନ୍ୟୁଜ୍): ସୋନପୁରରେ କମୁନି ଡାଇରିଆ ଆତଙ୍କ। ଦୂଷିତ ପାଣି ପିଇ ପ୍ରାୟ ୧୦୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସ୍ଥିତି ଅନୁଧ୍ୟାନ ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଏକ ବିଶେଷଜ୍ଞ ଦଳ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ। ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରିବା ସହ ପରୀକ୍ଷା ପାଇଁ ପାଣିର ନମୁନା ସଂଗ୍ରହ କରିବେ। ସେପଟେ ଅପରିଷ୍କାର ପାଣି ବ୍ୟବହାର ନକରିବା ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସଚେତନ କରାଯାଉଛି। ଏହାସହ ଲୋକମାନଙ୍କୁ ଔଷଧ ବଣ୍ଟାଯାଉଛି।
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…