Below header

ଆଜି ବିପର୍ଯ୍ୟୟ ପରିଚାଳନା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ, ଦିନ ୧୧ଟାରେ ବସିବ ବୈଠକ

ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ବିପର୍ଯ୍ୟୟ ପରିଚାଳନା ସମୀକ୍ଷା କରିବେ। ବାତ୍ୟା,ବନ୍ୟା ଓ ଅନ୍ୟ ବିପର୍ଯ୍ୟୟ ପ୍ରସଙ୍ଗରେ ବୈଠକରେ ଆଲୋଚନା ହେବ।

ଭୁବନେଶ୍ୱର (କେନ୍ୟୁଜ): ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ବିପର୍ଯ୍ୟୟ ପରିଚାଳନା ସମୀକ୍ଷା କରିବେ। ଦିନ ୧୧ଟା ବେଳେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବାତ୍ୟା,ବନ୍ୟା ଓ ଅନ୍ୟ ବିପର୍ଯ୍ୟୟ ପ୍ରସଙ୍ଗରେ ବୈଠକରେ ଆଲୋଚନା ହେବ। କଣ କଣ ସବୁ ପ୍ରସ୍ତୁତି ରହିଛି ସେ ସମ୍ପର୍କରେ ବୈଠକରେ ଆଲୋଚନା ହେବ। ଏଥିରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.