Below header

ଜିଲ୍ଲା ମାନ୍ୟତା ଦାବି: ଆଜି ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ

ତେଜୁଛି ଟିଟିଲାଗଡ଼କୁ ଜିଲ୍ଲା ମାନ୍ୟତା ଦାବି। ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ମୁଣ୍ଡ ଟେକିଛି ଟିଟିଲାଗଡ଼ ଜିଲ୍ଲା ଦାବି। ଏହାମଧ୍ୟରେ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଏନେଇ ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯନ୍ତ ସଂପୂର୍ଣ୍ଣ ବନ୍ଦ ରହିବ ବୋଲି ଜିଲ୍ଲା କ୍ରିୟାନୁଷ୍ଠାନ କମି ନିଷ୍ପତ୍ତି ନେଇଛି।

ଟିଟିଲାଗଡ଼ (କେନ୍ୟୁଜ): ତେଜୁଛି ଟିଟିଲାଗଡ଼କୁ ଜିଲ୍ଲା ମାନ୍ୟତା ଦାବି। ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ମୁଣ୍ଡ ଟେକିଛି ଟିଟିଲାଗଡ଼ ଜିଲ୍ଲା ଦାବି। ଏହାମଧ୍ୟରେ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଏନେଇ ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯନ୍ତ ସଂପୂର୍ଣ୍ଣ ବନ୍ଦ ରହିବ ବୋଲି ଜିଲ୍ଲା କ୍ରିୟାନୁଷ୍ଠାନ କମି ନିଷ୍ପତ୍ତି ନେଇଛି।

କେବଳ ଜରୁରୀକାଳୀନ ସେବାକୁ ଛାଡ଼ି ଅନ୍ୟ ସମସ୍ତ ସରକାରୀ ଓ ବେସରକାରୀ ଅଫିସ, ସ୍କୁଲ, ବ୍ୟାଙ୍କ, ପେଟ୍ରୋଲ ପମ୍ପ, ଦୋକାନ ବଜାର, ବସ ଓ ସମସ୍ତ ଯାନବାହାନ ବନ୍ଦ ରହିବ ବୋଲି ବୋଲି କ୍ରିୟାନୁଷ୍ଠାନ କମିଟି ସଭାପତି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.