ସାଲେପୁର (କେନ୍ୟୁଜ): ପୁଣି ଡିଜେ ସାଉଣ୍ଡରେ ଗଲା ଏକ ନିରୀହ ବାଳକର ଜୀବନ। ମାହାଙ୍ଗା ଥାନା ଅଧୀନ ବରାହିପୁର ଠାରେ ହେଉଥିବା ବିଦେଇବାବାଙ୍କର ଚଇତି ମେଲଣରେ ବାଜୁଥିଲା ଡିଜେ ମିଶା ଗୀତ। ଗୀତର ତାଳେ ତାଳେ ଝୁମୁ ଥିଲେ ଯୁବ ପିଢ଼ି। ହେଲେ ନାଚୁ ନାଚୁ ଟଳି ପଡିଲେ ବରାହିପୁର ଗ୍ରାମର ନରହରି ସେଠୀଙ୍କ ୨୧ ବର୍ଷୀୟ ପୁତ୍ର ରାଜେନ୍ଦ୍ର ସେଠୀ। ରାଜେନ୍ଦ୍ରଙ୍କୁ ମାହାଙ୍ଗା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରା ଯାଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…