ଡରାଇଲେ ଡିଏମଇଟି, କୋଭିଡ ହସ୍ପିଟାଲକୁ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ

କେନ୍ୟୁଜ୍(ବ୍ୟୁରୋ):  ସମ୍ଭାବ୍ୟ ତୃତୀୟ ଲହର ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି। ସମସ୍ତ କୋଭିଡ ହସ୍ପିଟାଲକୁ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ସହଭାଗିତାରେ ଚାଲିଥିବା ଘରୋଇ କୋଭିଡ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। କୋଭିଡ ସଂକ୍ରମଣ ବଢିଲେ ତୁରନ୍ତ ଯେମିତି କାର୍ଯ୍ୟକ୍ଷମ ହୋଇପାରିବ ସେଥିପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଥିବା

ସୂଚନା ଦେଇଛନ୍ତି ଡିଏମଇଟି ରମାରମଣ ମହାନ୍ତି। ଡାକ୍ତରଖାନାରେ ଅକ୍ସିଜେନ, ମେଡିସିନ ମହଜୁଦ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.