କରୋନା ଯୋଦ୍ଧାଙ୍କୁ ଦୁର୍ବ୍ୟବହାର ! ଯାଜପୁର ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଅପମାନ ଦେଲେ ରୋଗୀ

ଯାଜପୁର ଟାଉନ : କରୋନା ଯୋଦ୍ଧାଙ୍କୁ ଦୁର୍ବ୍ୟବହାର । ଯାଜପୁର ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଦୁର୍ବ୍ୟବହାର ଅଭିଯୋଗ । ଡାକ୍ତର ଜ୍ୟୋତି ପ୍ରକାଶ ଚୌଧୁରୀ ରୋଗୀଙ୍କୁ ଚିକିତ୍ସା କରିବା ସମୟରେ ସୁଧାଂଶୁ ଶତପଥୀ ନାମକ ଜଣେ ଯୁବକ ତାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି । ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ସୁଧାଂଶୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.