ମାଲକାନଗିରି: ମାଲକାନଗିରି ମାଳିଗୁଡାରେ ଡବଲ ମର୍ଡର । ଗୁଣି ଗାରେଡି ସନ୍ଦେହରେ ବାପ-ପୁଅଙ୍କୁ ପିଟିପିଟି ହତ୍ୟା ଅଭିଯୋଗ । ଗତକାଲି ରାତିରେ ବାପ ପୁଅ ଘରକୁ ଫେରୁଥିବା ବେଳେ ତାଙ୍କୁ ହତ୍ୟା କରାଯାଇଛି । ହତ୍ୟା ପରେ ନଦୀ କୂଳରେ ମୃତ ଦେହକୁ ପକାଇ ଫେରାର ହୋଇଯାଇଥିଲେ । ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତ ଆତ୍ମସମର୍ପଣ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…
ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍ ଏହା ଉପରେ ମୋହର ମାରିଛି । କଂଗ୍ରେସର…