ମୟୁରଭଞ୍ଜ(କେନ୍ୟୁଜ୍) : ଡବଲ ମର୍ଡର। ଜ୍ୱାଇଁ ମାଡରେ ସ୍ତ୍ରୀ ଓ ଶାଶୁ ମୃତ। ମୟୁରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଘୋଡାବନ୍ଧା ଖୁଣ୍ଟାପାଳ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ଘରୋଇ କଳିକୁ ନେଇ ଦୁଇ ଦୁଇଟି ଜୀବନ ନେଇଛି ଅଭିଯୁକ୍ତ ସ୍ୱାମୀ ପୂର୍ଣ୍ଣଚନ୍ଦ୍ର ମହାନ୍ତ। କୁରାଢୀରେ ହାଣି ବୀଭତ୍ସ ହତ୍ୟା କରିଛି। ମୃତକ ଦୁଇ ଜଣ ସ୍ତ୍ରୀ ମମତା ଓ ଶାଶୂ ସୁନିତା ମହାନ୍ତ । ଏହାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି।
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…
ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍ ଏହା ଉପରେ ମୋହର ମାରିଛି । କଂଗ୍ରେସର…
ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା । ବାଚ୍ନିକ ଭୋଟରେ ନିର୍ବାଚିତ ହେଲେ ଓମ୍ ବିର୍ଲା…
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…