ରାଜ୍ୟ

ଆଜି ହେଉଛି ପ୍ରଦ୍ୟୁମ୍ନ କିଶୋର ବଳଙ୍କ ୨୧ତମ ଶ୍ରାଦ୍ଧ ଦିବସ, ଶ୍ରଦ୍ଧା ସୁମନ ଅର୍ପଣ କଲେ ଡକ୍ଚର ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ):   କିସ୍‌ ଓ କିଟ୍‌ରେ ବିଶିଷ୍ଟ ଜନନାୟକ, ସାମ୍ବାଦିକ ଓ ସମାଜସେବୀ ସ୍ୱର୍ଗତ ପ୍ରଦ୍ୟୁମ୍ନ କିଶୋର ବଳଙ୍କ ୨୧ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । କିସ୍‌ ପରିସରରେ କିସ୍‌ ଓ କିଟ୍‌ ପ୍ରତିଷ୍ଠାତା ଡକ୍ଚର ଅଚ୍ୟୁତ ସାମନ୍ତ ପ୍ରଦ୍ୟୁମ୍ନ ବଳଙ୍କ ଫଟୋଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ କିସର ପରାମର୍ଶଦାତା ପ୍ରଫେସର ହରେକୃଷ୍ଣ ଶତପଥୀ, କିଟ୍‌ ବିଶ୍ୱବିଦ୍ୟାଳୟ ଉପକୁଳପତି ପ୍ରଫେସର ସସ୍ମିତାରାଣୀ ସାମନ୍ତ, କିସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡକ୍ଚର ପ୍ରଶାନ୍ତ କୁମାର ରାଉତରାୟ, କିଟ୍‌ ବିଶ୍ୱବିଦ୍ୟାଳୟର କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ପ୍ରମୁଖ ସ୍ୱର୍ଗତଃ ପ୍ରଦ୍ୟୁମ୍ନ ବଳଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

ତାଙ୍କର ବହୁମୁଖୀ ପ୍ରତିଭା ଉପରେ ଆଲୋକପାତ କରିଥିଲେ । ସେହିପରି କିମ୍ସ ପରିସରରେ ଥିବା ପ୍ରଦ୍ୟୁମ୍ନ ବଳଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଡକ୍ଟର ଅଚ୍ୟୁତ ସାମନ୍ତ । କାର୍ଯ୍ୟକ୍ରମରେ କିମ୍‌ସର ପରିଚାଳନା ପ୍ରତିନିଧି ପଞ୍ଚାନନ ପରିଡ଼ା, କିମ୍‌ସ ମେଡିକାଲ କଲେଜ ଅଧ୍ୟକ୍ଷ ମେଜର ଜେନେରାଲ୍‌ ଡାକ୍ତର ପି. କେ. ପଟ୍ଟନାୟକ, କିମ୍ସ ମେଡିକାଲ ସୁପରିଟେଣ୍ଡେଣ୍ଟ ଡାକ୍ତର ଅମ୍ବିକା ପ୍ରସାଦ ମହାନ୍ତି, ପ୍ରଶାସନିକ ନିର୍ଦ୍ଦେଶକ ଦିଲ୍ଲୀପ କୁମାପ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କ ପାଇଁ ଦିନଟି ଅତ୍ୟନ୍ତ ଖୁସିରେ କଟିବ, ସାଙ୍ଗଙ୍କ ସହ ଭେଟ ହୋଇପରେ

ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…

3 hours ago

ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ଅଭିଯୋଗ, ୩ ଗୁରୁତର

 ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…

5 hours ago

କାମଚଳା ବାଚସ୍ପତି ହେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…

5 hours ago

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…

7 hours ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା, ଥାନା ଅଧିକାରୀଙ୍କ ବିରୋଧରେ ଏସ୍‌ପିଙ୍କ ନିକଟରେ ଫେରାଦ ହେଲା ନାବାଳକ ପୁଅ

ନୟାଗଡ଼ (କେନ୍ୟୁଜ୍‌) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…

7 hours ago

ଜବତ ବୋମାକୁ ନିଷ୍କ୍ରିୟ କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲେ ?

କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…

8 hours ago